ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପହଲଗାମ୍‌ ଆତଙ୍କୀ ହମଲାକୁ ନେଇ ବଡ଼ ଧରଣର ଆଲୋଚନା। ସୁରକ୍ଷା ସମ୍ପର୍କିତ ହୋଇପାରେ ବଡ଼ ଧରଣର ନିଷ୍ପତ୍ତି। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷାମନ୍ତ୍ରୀ…

BBC ର କଭରେଜକୁ ନେଇ କଡ଼ା ଆପତ୍ତି ଉଠାଇଲେ ଭାରତ ସରକାର, ରିପୋର୍ଟିଂ ଉପରେ ଆଗକୁ ନଜର ରଖିବ ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ବିବିସିର ମିଡିଆ କଭରେଜ୍କୁ ନେଇ କଡ଼ା ଆପତ୍ତି ଉଠାଇଛନ୍ତି ଭାରତ ସରକାର। “Pakistan suspends visas for Indians after deadly Kashmir attack,”ର ଆର୍ଟିକିଲରେ ଆତଙ୍କୀ ହମ୍‌ଲାକୁ ସେନା ଆକ୍ରମଣ ଭାବେ ବିବେଚନା କରିଛି…

କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ…

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ…

ନିଶାସକ୍ତ ବହିଷ୍କୃତ ପୁଲିସଙ୍କ ଉନ୍ମତ୍ତ କାଣ୍ଡ

ଅସ୍ତରଙ୍ଗ: ଅସ୍ତରଙ୍ଗରେ ଏକ ବିବାହ ଭୋଜିରେ ନିଶାସକ୍ତ ଅବସ୍ଥାରେ ଚିତ୍ରସେନ ପ୍ରଧାନ ନାମକ ଜଣେ ବହିଷ୍କୃତ ପୁଲିସ କର୍ମଚାରୀ ଉପସ୍ଥିତ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଳିମନ୍ଦ ଓ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି। ବହିଷ୍କୃତ ପୁଲିସ କର୍ମଚାରୀ ଜଣକ ଅସ୍ତରଙ୍ଗ ସରପଞ୍ଚ,…

ପାକିସ୍ତାନର ୧୬ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ୍, ସୋସିଆଲ ମିଡିଆରେ କରୁଥିଲେ ମିଛ ପ୍ରସାରଣ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । ପାକିସ୍ତାନର ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ…

ବଢିଲା ୨୬/୧୧ ଅଭିଯୁକ୍ତ ତହବୁର ରାଣାର ହାଜତ ମିଆଦ

ନୂଆଦିଲ୍ଲୀ: ୨୬/୧୧ ଆତଙ୍କବାଦୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣାର ହାଜତକୁ ଏନଆଇଏ କୋର୍ଟ ୧୨ ଦିନ ପାଇଁ ବୃଦ୍ଧି କରିଛନ୍ତି। ତହୱୁରକୁ ଆଜି ଦିଲ୍ଲୀର ପଟିଆଲା ହାଉସ କୋର୍ଟରୁ ନିଆଯାଇଥିଲା। ଏଠାକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) କୋର୍ଟ ତାଙ୍କ ହାଜତ…

ଭିସୁଟର ୧୦୦ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ; ୫ ଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ

ବୁର୍ଲା: ସମ୍ବଲପୁର ଜିଲ୍ଲାର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ରେ କ୍ୟାମ୍ପସରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବିଶୃଙ୍ଖଳା ଆଚରଣକାରୀ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ରେ ଭିସୁଟର ଜଣେ ଛାତ୍ରୀ ଫିସରି ଅଞ୍ଚଳରେ…

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି: ପୁଲିସ ଡିଜି

ଭୁବନେଶ୍ବର: ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ଚିନ୍ତା ବୃଦ୍ଧି ପାଇବା ପାଇଛି। ଓଡ଼ିଶା ସରକାର ରାଜ୍ୟରେ ବେଆଇନ ଭାବରେ ରହୁଥିବା କିମ୍ବା ଅଧିକ ସମୟ ଧରି ରହୁଥିବା ବିଦେଶୀ ନାଗରିକଙ୍କ ବିରୁଦ୍ଧରେ ସତର୍କତା ଅବଲମ୍ବନ କରିବାକୁ କଠୋର…

ପାରାଦୀପ ପାଇପ ଷ୍ଟକୟାର୍ଡରେ ନିଆଁ, କୋଟି କୋଟି ଟଙ୍କାର ସ୍କ୍ରାପ ପାଇପ୍ ପୋଡ଼ି ନଷ୍ଟ

ପାରାଦୀପ : ଟେକ୍ନୋମାଉଣ୍ଟ-ମେଣ୍ଟାଲକ୍ରାଫ୍ଟ କମ୍ପାନୀ ପାଇପ ଷ୍ଟକୟାର୍ଡ ରେ ନିଆଁ । ହୁତୁ ହୁତୁ ହୋଇ ଜଳି ଯାଇଛି ପାଇପ୍ । ଘଟଣାସ୍ଥଳରେ ୭ ରୁ ଉର୍ଦ୍ଧ୍ବ ଅଗ୍ନିଶମ ଗାଡ଼ି ନିଆଁକୁ ପାଖାପାଖି ୩ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରିବା ପରେ ନିଆଁକୁ…