ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ
ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ…