କଳା ଓ ବାଣିଜ୍ୟ ପଢ଼ୁଥିବା ଛାତ୍ରଛାତ୍ରୀ ବି ଉଡାଇପାରିବେ ବିମାନ

ନୂଆଦିଲ୍ଲୀ: ବିମାନ ଉଡ଼ାଇବାର ସ୍ୱପ୍ନ ଆଉ କେବଳ ବିଜ୍ଞାନ ଛାତ୍ରଙ୍କ ମଧ୍ୟରେ ସୀମିତ ରହିବ ନାହିଁ। ଭାରତରେ ପାଇଲଟ୍ ହେବା ପାଇଁ ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଡିଜିସିଏ (ସିଭିଲ ଏଭିଏସନ୍ ମହାନିର୍ଦ୍ଦେଶାଳୟ) ଏବେ ଏପରି ଏକ ସୁପାରିଶ…

ଶ୍ରୀମନ୍ଦିର ବାହାର ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା…

ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ, ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ

ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା ପୋଲିସ…

ଭାରତ ନିର୍ମାଣ କରୁଛି ଏହି ଶକ୍ତିଶାଳୀ ମିସାଇଲ ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ : ପାକିସ୍ତାନ ବିପକ୍ଷରେ ନିକଟରେ ଶେଷ ହୋଇଥିବା ଅପରେସନ ସିନ୍ଦୂର ଓ ପରବର୍ତ୍ତୀ ସଂଘର୍ଷରେ ଭାରତୀୟ ବାୟୁ ସୁରକ୍ଷା ପ୍ରଣାଳୀ ନିଜର ଦକ୍ଷତା ଦେଖାଇଥିଲା । ରୁଷ ନିର୍ମିତ ଏସ-୪୦୦ ସମେତ ସ୍ବଦେଶୀ ଆକାଶତୀର ସିଷ୍ଟମ ପାକିସ୍ତାନୀ ରକେଟ ଓ…

ଏଣିକି ରଥ ଉପରକୁ ମୋବାଇଲ ନେଲେ କେବଳ ସିଜ୍‌ ନୁହେଁ ବରଂ ଫୌଜଦାରୀ ମାମଲା ହେବ

ପୁରୀ: ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ। ରଥଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେନି। ସେହିପରି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ। କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ। ସମସ୍ତଙ୍କୁ…

ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର, ମୁଣ୍ଡ ଉପରେ ଥିଲା ୫ ଲକ୍ଷ ଟଙ୍କା ପୁରସ୍କାର

ରାଉରକେଲା  : ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର । ପୋଲିସ ଗୁଳିରେ ଝାଡ଼ଖଣ୍ଡ ଲାତେହାରରେ ମାଓ କମାଣ୍ଡର ମନୀଷ ଯାଦବ ମୃତ। ଆଉ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ମାଓବାଦୀଙ୍କ ଉପରେ ଥିଲା 10 ଲକ୍ଷ ଟଙ୍କାର ପୁରସ୍କାର ରାଶି ।…

ପୁଣି ମଣିପୁର ଅଶାନ୍ତ: ସୁରକ୍ଷାକର୍ମୀ-ଆନ୍ଦୋଳନକାରୀ ମଧ୍ୟରେ ଧସ୍ତାଧସ୍ତି, ୫ ଆହତ

ଇମ୍ଫାଲ: ରାଜଭବନ ଅଭିମୁଖେ ଯିବାବେଳେ ଇମ୍ଫାଲରେ ସୁରକ୍ଷାକର୍ମୀ-ଆନ୍ଦୋଳନକାରୀ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ସୂଚନା ମିଳିଛି। ଏହି ଧସ୍ତାଧସ୍ତିରେ ୫ଜଣ ଆନ୍ଦୋଳନକାରୀ ଆହତ ହୋଇଛନ୍ତି। ରାଜ୍ୟପାଳଙ୍କ ବିବୃତିକୁ ନେଇ ତାତିଲେ ମେତେଇ। ଆଲୋଚନା ପାଇଁ ମେତେଇ ଟିିମ ଆଜି ନୂଆଦିଲ୍ଲୀ ଯିବ ଏବଂ…

ଓଲଟିଲା ସ୍ପିଡ୍‌ବୋଟ୍; ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ

ପୁରୀ: ପୂର୍ବତନ ଭାରତୀୟ କ୍ରିକେଟ୍ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି ଏବଂ ଭାଉଜ ଅର୍ପିତା ଗାଙ୍ଗୁଲି ଏକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପୁରୀରେ ଗଭୀର ସମୁଦ୍ର ଜଳରେ ସ୍ପିଡ୍‌ବୋଟର ମଜା ନେଉଥିବା ବେଳେ ଏହା ହଟାତ୍ ଓଲଟି…

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ପାକିସ୍ତାନ ହେବ ଖଣ୍ଡ ଖଣ୍ଡ!: ବେଲୁଚିସ୍ତାନ ପିଓକେ ହେବ ଅଲଗା

ଇସଲାମାବାଦ: ଅପରେସନ ସିନ୍ଦୂର କେବଳ ପାକିସ୍ତାନ ସେନାକୁ ଏକ ବଡ଼ ପରାଜୟ ଦେଇନାହିଁ, ବରଂ ପାକିସ୍ତାନକୁ ଭିତରରୁ ଭାଙ୍ଗି ଦେଇଛି। ପ୍ରକୃତରେ, ଅସୀମ ମୁନିରଙ୍କ ବିଫଳ ସେନାର ଫମ୍ପା ଶକ୍ତି ବିଶ୍ୱ ସମ୍ମୁଖରେ ପ୍ରକାଶ ପାଇଛି। ଏବେ ପାକିସ୍ତାନର ବିଭିନ୍ନ ଅଞ୍ଚଳରେ…