ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ପ୍ରଦାନ

ଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ…

ଦେଶରେ ହଜାରେ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ; ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳ ସୁଦ୍ଧା ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି ବୋଲି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେରଳ, ତାମିଲନାଡୁ, ତେଲେଙ୍ଗାନା, ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂଖ୍ୟା…

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା ।  ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ…

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ନିର୍ମମ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ, ମୁଖ୍ୟ ଠିକାଦାର ଫେରାର

ବଲାଙ୍ଗୀର: ଖବର ସଂଗ୍ରହ କରୁଥିବା ବେଳେ ଜଣେ ସାମ୍ବାଦିକଙ୍କୁ ଅମାନବୀୟ ନିର୍ଯାତନାର ଶିକାର ହେବାର ଘଟଣା ବଲାଙ୍ଗୀର ଜିଲ୍ଲା ସମେତ ସାରା ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି…

ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ

ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ ।  ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ ।  ଦୀଘା…

ନାରୀ ଶକ୍ତିର ଜାଗରଣର ଅନନ୍ୟ ଉଦାହରଣ – ସାବିତ୍ରୀ ବ୍ରତ

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ବ୍ରତ ଏବଂ ଓଷା ଗୁଡ଼ିକର ଏକ ବିଶେଷ ସ୍ଥାନ ରହିଛି। ଏଗୁଡ଼ିକ କେବଳ ପୂଜାପାଠରେ ସୀମିତ ନ ରହି, ଆମ ଜୀବନଶୈଳୀ, ସାମାଜିକ ସମ୍ବନ୍ଧ ଏବଂ ନୈତିକ ମୂଲ୍ୟବୋଧକୁ ମଧ୍ୟ ପ୍ରତିଫଳିତ କରନ୍ତି। ଏହି ପରିପ୍ରେକ୍ଷୀରେ,…

ବିଜେପି ନେତାଙ୍କୁ ମୋଦୀଙ୍କ ତାଗିଦ, ଅପରେସନ ସିନ୍ଦୂର ସଂପର୍କରେ ଅନାବଶ୍ୟକ ବୟାନ ଦିଅନି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରେସନ ସିନ୍ଦୂର ଉପରେ ଅନାବଶ୍ୟକ ବୟାନ ଦେଇ ବିଜେପିର ଭାବମୂର୍ତ୍ତି ନଷ୍ଟ କରୁଥିବା ନେତାମାନଙ୍କୁ ତାଗିଦ କରିଛନ୍ତି। ସେ କହିଛନ୍ତି ଯେ ନେତାମାନେ ସେମାନଙ୍କର ଭାଷଣକୁ ନିୟନ୍ତ୍ରଣ କରିବା ଉଚିତ ଏବଂ ଅନାବଶ୍ୟକ ବୟାନରୁ…

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ

ପୁରୀ: ଚଳିତ ବର୍ଷର ଦେବସ୍ନାନ ପୂର୍ଣ୍ଣିମା ଜୁନ୍‌ ୧୧ ତାରିଖରେ ଅନୁଷ୍ଠିତ ହେବ। ତାହାର ପରଦିନଠାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଯିବ। ସ୍ନାନଯାତ୍ରା ଓ ଅଲାରନାଥଙ୍କ ଦର୍ଶନକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ପାଇଁ ଏକ ପ୍ରସ୍ତୁତି…

୧୦୦୦ବର୍ଷ ପୁରୁଣା ମନ୍ଦିରକୁ ଯାଇ ପୂଜା କଲେ ବିରୁଷ୍କା

ନୂଆଦିଲ୍ଲୀ: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ ପରେ ବିରାଟ କୋହଲି ନିକଟରେ ଟେଷ୍ଟ କ୍ରିକେଟକୁ ମଧ୍ୟ ଅଲବିଦା କହିଛନ୍ତି। ଲଗାତାର କ୍ରିକେଟ ଖେଳିବା ପରେ ଏବେ ଅବସର ସମୟରେ ସେ ନିଜ ପରିବାରକୁ ସମୟ ଦେଉଥିବା ଦେଖାଯାଉଛନ୍ତି। ପତ୍ନୀ ତଥା ବଲିଉଡ ଅଭିନେତ୍ରୀ…

ଦେବୋତ୍ତର ଅଧୀନକୁ ଗଲା ଫତେଗଡ଼ ଶ୍ରୀରାମ ମନ୍ଦିର

ଭୁବନେଶ୍ୱର: ନୟାଗଡ଼ ଜିଲା ଫତେଗଡ଼ ମୌଜାରେ ଥିବା ଶ୍ରୀରାମ ମନ୍ଦିର ଦେବୋତ୍ତର ବିଭାଗ ଅଧୀନକୁ ଆସିଛି। ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏଠାରେ ଶ୍ରୀରାମ ମନ୍ଦିରରେ ମର‌୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀ ସୀତାଙ୍କ…