ଶେଖ୍‌ ହସିନାଙ୍କ ଅଭିଯୋଗ- ଆମେରିକା ହାତକୁ ବାଂଲାଦେଶକୁ ଟେକିଦେଉଛନ୍ତି ୟୁନୁସ

ବାଂଲାଦେଶର ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ଗାଦି ଟଳମଳ ହେଉଛି। ଆମେରିକା ଦ୍ଵାରା ପରିଚାଳିତ ୟୁନୁସ ଏବେ ସେନା ଆକ୍ରୋଶର ଶିକାର ହେଉଛି। ଏଭଳି ସ୍ଥିତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ୟୁନୁସଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ୟୁନୁସ…

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷିବ, ବାତ୍ୟା ନେଇ ନାହିଁ କୌଣସି ଆକଳନ

ଭୁବନେଶ୍ବର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ବହିବବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ପାଣିପାଗ ବିଭାଗ ଅନୁଯାୟୀ, ଓଡିଶାରେ…

ଅପରେସନ ‘ସିନ୍ଦୂର’ ଥିଲା ବଦଳୁଥିବା ଭାରତର ଚିତ୍ର: ପ୍ରଧାନମନ୍ତ୍ରୀ

ଅପରେସନ ‘ସିନ୍ଦୂର’ କେବଳ ଏକ ସାମରିକ ଅଭିଯାନ ନ ଥିଲା। ଏହା ବଦଳୁଥିବା ଭାରତର ଏକ ଚିତ୍ର ଥିଲା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ‘ମନ କୀ ବାତ’ର ୧୨୨ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦବୋଧନ ଦେଇ କହିଥିଲେ,…

ଅଧା ରହିଲା ବାବାମଣିଙ୍କ ଦର୍ଶନ, ଗାଧୋଇବା ବେଳେ ଗଙ୍ଗା ପୁଷ୍କରଣୀରେ ବୁଡି ଦୁଇ ସାଙ୍ଗଙ୍କ ମୃତ୍ୟୁ

ଚାନ୍ଦବାଲି : ଅଧା ରହିଲା ବାବାମଣିଙ୍କ ଦର୍ଶନ ।  ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ ।  ଆରଡ଼ି ରେ ପହଂଚିବା ପରେ ପୀଠରେ…

ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା…

ବିଶ୍ବ ସୁନ୍ଦରୀ ପ୍ରତିଯୋଗିତାରୁ ଓହରିଲେ ମିସ୍‌ ଇଂଲଣ୍ଡ

ହାଇଦରାବାଦ: ସଂପ୍ରତି ତେଲଙ୍ଗାନା ରାଜଧାନୀ ହାଇଦରାବାଦରେ ବିଶ୍ବ ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହେଉଛି। ମେ’ ୧୧ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୦୮ ଦେଶର ସୁନ୍ଦରୀମାନେ ଅଂଶଗ୍ରହଣ କରୁଛନ୍ତି। ତେବେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଇଂଲଣ୍ଡ ପ୍ରତିଯୋଗୀ ତଥା ମିସ୍‌…

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ…

ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତି

ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର…

ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ…

ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ କୋଭିଡ୍‌ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ…