୨୦୨୪-୨୫ ପାଇଁ ୮.୨୫%ରେ ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ଉପରେ ୮.୨୫ ପ୍ରତିଶତ ସୁଧ ହାରକୁ ଅନୁମୋଦନ କରିଛନ୍ତି। ଏହା ଫଳରେ, ଇପିଏଫଓ ଏହାର ସାତ କୋଟିରୁ ଅଧିକ ଆକାଉଣ୍ଟଧାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଉପରେ ବାର୍ଷିକ…

ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ୍‌ କଲେ ମନ୍ତ୍ରୀ ରବି ନାରାୟଣ ନାଏକ

ସୁବର୍ଣ୍ଣପୁର : ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ କଲେ ମନ୍ତ୍ରୀ ।  ଆକ୍ସନ ମୋଡରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟନ ନାଏକ ।  ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ବେଳେ ବିନିକା ବ୍ଲକ ତୁଲୁଣ୍ଡୁପାଳି ଠାରେ ମନରେଗା…

ବାଂଲାଦେଶୀ ଅନୁପ୍ରବେଶଙ୍କ ପାଇଁ ଟ୍ବିନ୍‌ସିଟିରେ ବଢୁଛି ଅପରାଧ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ। କହିଲେ, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ବିନ୍‌ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ। ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି। ଚେକ୍‌ ଦେବାକୁ…

ଜମ୍ମୁ କଶ୍ମୀରର ପୁଞ୍ଛ ସୀମାନ୍ତରେ କ୍ଷତିଗ୍ରସ୍ତ ପରିବାରକୁ ଭେଟିଲେ ରାହୁଲ ଗାନ୍ଧୀ

ଶ୍ରୀନଗର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଜମ୍ମୁ କଶ୍ମୀରର ପୁଞ୍ଛ ଗସ୍ତ କରିଛନ୍ତି। ସେ ସୀମାନ୍ତରେ ପାକିସ୍ତାନର ଆକ୍ରମଣରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ଭେଟିଛନ୍ତି। ଅପେରସନ ସିନ୍ଦୂର ପରେ ପାକିସ୍ତାନର ଗୁଳିବର୍ଷା ଯୋଗୁଁ ପୁଞ୍ଛ ଏବଂ ରାଜୌରୀ…

ଖୁବ ଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢାଯିବ ବାଲି: ସ୍ଥିତି ଅନୁଧ୍ୟାନ କଲେ ଏଏସଆଇ

କୋଣାର୍କ : ଖୁବ ଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢାଯିବ ବାଲି ।  ଆଜି ଏନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଏ ଏସ ଆଇ ମହାନିର୍ଦେଶକ ଯଦୁବୀର ସିଂ ରାୱତ ।  ତାଙ୍କ ସହ ଥିଲେ ପୁରୀ ସର୍କଲ ଅଧିକାରୀ ସହ ୧୫…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଏସଆଇ ଓ ହୋମଗାର୍ଡ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଏସଆଇ ଓ ହୋମଗାର୍ଡ। ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଶନିବାର ଦିନ ଖୋର୍ଦ୍ଧାର ବାଙ୍କୋଇ ପୋଲିସ ଆଉଟପୋଷ୍ଟର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ତୁଷାରକାନ୍ତ ନାୟକ ଏବଂ ହୋମଗାର୍ଡ ପ୍ରଶାନ୍ତ କୁମାର ସୁନ୍ଦରାୟଙ୍କୁ ୧୦,୦୦୦ ଟଙ୍କା…

ଟିମ୍ ଇଣ୍ଡିଆ ଭାବେ କାର୍ଯ୍ୟ କରିପାରିଲେ, ତେବେ କୌଣସି ଲକ୍ଷ୍ୟ ଅସମ୍ଭବ ନୁହେଁ – ପ୍ରଧାନମନ୍ତ୍ରୀ

ରାଜ୍ୟଗୁଡିକ ଅନ୍ୟୁନ ଗୋଟିଏ ପର୍ଯ୍ୟଟନସ୍ଥଳୀକୁ ବିଶ୍ଵସ୍ଥରୀୟ ମାନର ବିକଶିତ କରିବା ଏବଂ ସମସ୍ତ ସୁବିଧା ଓ ଭିତ୍ତିଭୂମି ଯୋଗାଇ ଦେବାକୁ କହିଛନ୍ତି। ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ପରିଚାଳନା ପରିଷଦର ଦଶମ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ‘ଗୋଟିଏ ରାଜ୍ୟ, ଗୋଟିଏ…

କୋଟିପତି କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। କୋଟିପତି କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ।। ନୂଆପଡ଼ା ଖରିଆର R &B ଡିଭିଜନର କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍ କରିଥିଲା…

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୩୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହିନ୍ଦୋଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ ଫରେଷ୍ଟ ଗାର୍ଡ। ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ(୩୭)…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍‌ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍‌ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି । ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…