ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ
ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ…
ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ…
ପୁରୀ : ସୁଦୃଢ ହେବ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା । ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ…
ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ଏସସି/ଏସଟି ବର୍ଗର ଚାକିରି ଆଶାୟୀ…
ପଞ୍ଜାବ: ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି…
ଭୁବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ…
ଅଦିନିଆ ରଥଯାତ୍ରକୁ ବିରୋଧ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ। ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଇସ୍କନ ପକ୍ଷରୁ ଯେଉଁଭଳି ଭାବେ ଅନ୍ୟ ଦିନରେ ରଥଯାତ୍ରା ଆୟୋଜନ…
ଭୁବନେଶ୍ବର: ବିଦେଶରେ ଉଚ୍ଚ ଦରମାରେ ଚାକିରୀ କରାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କ ନିକଟରୁ କୋଟି କୋଟି ଟଙ୍କା ଠକି ନେଇଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୨୦୧୮ ମସିହାରୁ ଲୋକଙ୍କ ନିକଟରୁ ଟଙ୍କା ଠକିନେଇ ଫେରାର ଥିବା…
ଶ୍ରୀକ୍ଷେତ୍ରର ଗୋଟିଏ ସ୍ଥାନରେ ହେବ ସମସ୍ତ ମଠର ବିଜେସ୍ଥଳି। ପୂର୍ବ ସରକାର ଥଇଥାନ ଓ ସୌନ୍ଦର୍ଯ୍ୟକରଣ ନାଁରେ ଭାଙ୍ଗି ଦେଇଥିବା ମଠକୁ ପୁନଃ ନିର୍ମାଣ କରାଯିବ। ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଗୋଟିଏ…
ଭୁବନେଶ୍ୱର: ଆଜି ପୋଲିସ୍ ସେବା ସଦନ ସମ୍ମିଳନୀ କକ୍ଷରେ ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ ତଥା ମତ ବିନିମୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ଵର-କଟକ ପୋଲିସ କମିଶନରେଟ ଏବଂ ଚାଇଲ୍ଡ ଇନ ନୀଡ ଇନଷ୍ଟିଚ୍ୟୁଟ୍ (ସିନି)ର…
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିର, ଖଣ୍ଡଗିରି, ରତ୍ନଗିରି ଯାଇ ସ୍ଥିତି ପରଖିବେ ରାଓ୍ବତ। ଏହିସବୁ ଐତିହ୍ୟ…