ଭୁବନେଶ୍ୱରରେ କରୋନା: ସାବଧାନ, ଏହି ବ୍ଲଡଗ୍ରୁପର ଲୋକଙ୍କୁ ହୋଇପାରେ ସଂକ୍ରମଣ !

ଭୁବନେଶ୍ୱର, ୨୨।୫: ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ସତର୍କ ସୂଚନା ଜାରି କରିଛି। ତେବେ ନିକଟରେ ଏକ ସାମ୍ପ୍ରତିକ ଅନୁସନ୍ଧାନରେ ଜଣାପଡିଛି ଯେ, A, B ଏବଂ…

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ।…

ଏସ୍‌ସିଏସ୍‌ଟିଙ୍କ ଜମି କିଣିବେ ସରକାର, ଗଠନ ହେବ କର୍ପସ୍ ଫଣ୍ଡ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିର ସୁରକ୍ଷା ପାଇଁ ଏକ ନୂଆ ପଦକ୍ଷେପ ନେଇଛନ୍ତି। ସରକାରଙ୍କ ନୂଆ ଯୋଜନା ଅନୁସାରେ ଆଦିବାସୀଙ୍କ ଜମି ଉପରେ ପ୍ରଭାବଶାଳୀ ବ୍ୟକ୍ତିମାନେ ନଜର ପକାଇପାରିବେ ନାହିଁ। ସେହିପରି ଧନୀ ଲୋକ ଆଉ…

ଚାକିରି କରିଥିବା ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ପର୍ଯ୍ୟନ୍ତ ବଢ଼ିଲା

କଟକ: ଚାକିରି କରିଥିବା ଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି, ୨୦୨୫ପାଇଁ ଅନଲାଇନ୍ ପଞ୍ଜୀକରଣକୁ ୨୭ ମେ’ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା ପ୍ରକାଶ ପାଇଛି। ସ୍ୱତନ୍ତ୍ର ଓଡ଼ିଶା…

ଆମେରିକାରେ ଦୁଇ ଇସ୍ରାଏଲୀ କୂଟନୀତିଜ୍ଞଙ୍କୁ ହତ୍ୟା, ନେତାନ୍ୟାହୁ କହିଲେ ପ୍ରତିଶୋଧ ନେବୁ

ତେଲ ଅଭିଭ୍ : ୱାଶିଂଟନର ଯିହୂଦୀ ସଂଗ୍ରହାଳୟ ବାହାରେ ଦୁଇ ଜଣ ଇସ୍ରାଏଲୀ କୂଟନୀତିଜ୍ଞଙ୍କୁ ନିର୍ମମ ହତ୍ୟା କରାଯାଇଛି । ଏହି ଘଟଣାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିନ୍ଦା କରିଛନ୍ତି । ଏହି ଆକ୍ରମଣ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍…

ସର୍ଚ୍ଚ ଅପରେସନ୍ ସମୟରେ ଜଣେ ଯବାନ ସହିଦ; ଦୁଇଜଣ ଆତଙ୍କବାଦୀ ନିହତ

ଜମ୍ମୁ- କାଶ୍ମୀର: ଜମ୍ମୁ- କାଶ୍ମୀରର କିସ୍ତୱାରରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ସମୟରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଭାରତୀୟ ସେନାର ହ୍ୱାଇଟ୍ ନାଇଟ୍ କୋର ପକ୍ଷରୁ ପ୍ରକାଶ, ‘ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମଧ୍ୟରେ…

ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ୟୁଏଇର ସମର୍ଥନ

ନୂଆଦିଲ୍ଲୀ : ଆତଙ୍କବାଦ ବିରୋଧରେ ଭାରତର ନୀତି ଏବଂ ଅପରେସନ ସିନ୍ଦୁର ଉପରେ ଭାରତର ନୀତି ସଂପର୍କରେ ଅବଗତ କରିବା ପାଇଁ ଶିବସେନା ସାଂସଦ ଶ୍ରୀକାନ୍ତ ସିନ୍ଦେଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ପ୍ରତିନିଧି ଦଳ ୟୁଏଇର ଆବୁଧାବିରେ ପହଞ୍ଚିଛି। ସେ ୟୁଏଇ…

ବଢିଲା ଜ୍ୟୋତିଙ୍କ ଅଡୁଆ-ପୁଣି ୪ଦିନିଆ ରିମାଣ୍ଡରେ ନେଲା ପୁଲିସ

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ କୋର୍ଟରୁ ଲାଗିଛି ଆଉ ଏକ ଝଟକା । ଜ୍ୟୋତିଙ୍କୁ ପୁଣି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ୫ଦିନିଆ ରିମାଣ୍ଡ ଅବଧି ଶେଷ ହେବା…

ହାର୍ଟ ଲ୍ୟାମ୍ପ ପୁସ୍ତକ ପାଇଁ କନ୍ନଡ଼ ଲେଖିକା ବାନୁ ମୁସ୍ତାକ ପାଇଲେ ଅନ୍ତର୍ଜାତୀୟ ବୁକର୍ ପୁରସ୍କାର

ବେଙ୍ଗାଲୁରୁ : ଭାରତୀୟ ଲେଖକ, ଓକିଲ ଏବଂ ସାମାଜିକ କାର୍ଯ୍ୟକର୍ତ୍ତା ବାନୁ ମୁସ୍ତାକ ତାଙ୍କ କ୍ଷୁଦ୍ର ଗଳ୍ପ ସଂଗ୍ରହ ‘ହାର୍ଟ ଲ୍ୟାମ୍ପ’ ପାଇଁ ଅନ୍ତର୍ଜାତୀୟ ବୁକର୍ ପୁରସ୍କାର ଜିତିଛନ୍ତି। ଏହି ସମ୍ମାନଜନକ ପୁରସ୍କାର ପାଇବାରେ କନ୍ନଡ ଭାଷାରେ ଲିଖିତ ଏହା ହେଉଛି…

ପହଲଗାଓଁ ଆକ୍ରମଣକୁ ପୁରିଲା ମାସେ, କୁଆଡେ ଗଲେ ୩ଆତଙ୍କୀ

ନୂଆଦିଲ୍ଲୀ :  ଦିନ ଥିଲା ଏପ୍ରିଲ ୨୨ । ପହଲଗାଓଁର ଶାନ୍ତ ପରିବେଶରେ ପ୍ରିୟଜନଙ୍କ ସହିତ ବୁଲିବାର ମଜା ଉଠାଉଥିଲେ ପର୍ଯ୍ୟଟକ । ହେଲେ ହଠାତ ଆତଙ୍କୀଙ୍କ ଗୁଳିରେ ରକ୍ତରେ ଲାଲ୍‍ ହୋଇଯାଇଥିଲା ସେଠାକାର ମାଟି ମା । ଭାରତର ମିନି…