ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଦୁଇ ଦିନରେ ଘରେ ପଶିଲେଣି ୨ ଅଜଣା ବ୍ୟକ୍ତି

ମୁମ୍ବଇ: ବଲିଉଡ଼ ସୁପରଷ୍ଟାର ସଲମାନ ଖାନଙ୍କ ସୁରକ୍ଷାରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଦୁଇ ଦିନ ମଧ୍ୟରେ ଦୁଇଜଣ ଅଜଣା ବ୍ୟକ୍ତି ସଲମାନ ଖାନଙ୍କ ଘରେ ପ୍ରବେଶ କରିବାକୁ ଉଦ୍ୟମ କରିଛନ୍ତି। ପୂର୍ବରୁ ମେ’ ୨୦ ତାରିଖରେ ଜଣେ ବ୍ୟକ୍ତି ସଲମାନ…

ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ ଦାଖଲ କଲା ସିବିଆଇ

ଜମ୍ମୁ-କଶ୍ମୀର,(୨୨।୫): କିରୁ ହାଇଡ୍ରୋ ପ୍ରୋଜେକ୍ଟ ଦୁର୍ନୀତି ମାମଲାରେ ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ନାଁରେ ଗୁରୁବାର ସିବିଆଇ ଚାର୍ଜସିଟ ଦାଖଲ କରିଛି। ଏପରିକି ସିବିଆଇ ସତ୍ୟପାଲଙ୍କ ୨ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ୪ ଜଣଙ୍କ ନାଁରେ ମଧ୍ୟ ଚାର୍ଜସିଟ…

ସୀମା ଟପିଛି ଇଡ଼ି : ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ ବିଚାରପତି…

ଏବର୍ଷ ୭୫୦ ଜଣ ଯିବେ କୈଳାଶ ମାନସରୋବର

ନୂଆଦିଲ୍ଲୀ: ବେଶ କିଛିବର୍ଷ ବନ୍ଦ ରହିବା ପରେ ଏବର୍ଷ ପୁଣି ଥରେ ଆରମ୍ଭ ହେଉଛି ପ୍ରସିଦ୍ଧ କୈଳାଶ ମାନସରୋବର ଯାତ୍ରା । ଏଥର ଭାରତରୁ ୭୫୦ ଜଣ ତୀର୍ଥଯାତ୍ରୀଙ୍କୁ ଏହି ଯାତ୍ରା ପାଇଁ ଚୟନ କରାଯାଇଛି । ୨୦୨୦ରେ କୋଭିଡ ମହାମାରୀ…

ପାକିସ୍ତାନକୁ କୁହ ଆତଙ୍କବାଦ ବନ୍ଦ କରୁ : ତୁର୍କୀକୁ କହିଲା ଭାରତ

ନୂଆଦିଲ୍ଲୀ : ଭାରତ ବିରୋଧରେ ପାକିସ୍ତାନକୁ ସମର୍ଥନ କରୁଥିବା ତୁର୍କୀକୁ ଏକ କଡ଼ା ବାର୍ତ୍ତା ଦେଇଛି । ତୁର୍କୀକୁ ଭାରତ କହିଛି ଯେ ପାକିସ୍ତାନକୁ କୁହ ସେ ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ କରୁ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ…

୨୭ରେ ଲଘୁଚାପ ! ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ

ଭୁବନେଶ୍ବର : ଆସୁଛି ଲଘୁଚାପ ! ମେ’ ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ଏହା ଆହୁରି ଅଧିକ ଘନୀଭୂତ…

ପୁଣି ନିମ୍ନଗାମୀ ସେୟାର୍‌ ମାର୍କେଟ: ସେନ୍‌ସେକ୍ସ ୧୦୦୦ ପଏଣ୍ଟ୍‌ ଖସିଲା

ନୂଆଦିଲ୍ଳୀ: ଗତ କିଛି ଦିନ ହେବ ଭାରତୀୟ ସେୟାର୍‌ ବଜାର ଉପର ମୁହାଁ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ପୁଣି ନିମ୍ନଗାମୀ ହୋଇଛି। ବୁଧବାର ଦିନ ଘରୋଇ ଷ୍ଟକ୍ ବଜାର ଗଭୀର ନାଲି ରଙ୍ଗରେ ଖୋଲିଥିଲା। ମଙ୍ଗଳବାରର ଲାଭ…

ଏବେ ମୋଦିର ଶିରାପ୍ରଶିରାରେ ରକ୍ତ ନୁହେଁ ଗରମ ସିନ୍ଦୂର ପ୍ରବାହିତ ହେଉଛି…

ଜୟପୁର : ଏବେ ମୋଦିର ଧମନିରେ କେବଳ ରକ୍ତ ନୁହେଁ, ବରଂ ଗରମ ସିନ୍ଦୂର ପ୍ରବାହିତ ହେଉଛି.......ଏକଥା ଆଜି ପ୍ରଧାନମନ୍ତ୍ରୀ ମୋଦି ନିଜେ କହିଛନ୍ତି। ରାଜସ୍ଥାନର ବିକାନେରରେ ଆୟୋଜିତ ଗୋଟିଏ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଉପରେ ମନଇଚ୍ଛା ବର୍ଷିଛନ୍ତି। ସେ…

ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ…

ମୋଦୀଙ୍କ ଫଟୋ ଥିବା ନେକଲେସ ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ମୁମ୍ବାଇ: ପ୍ରତିବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଫ୍ୟାସନ ସହିତ ଜଡ଼ିତ କିଛି ନୂଆ ଜିନିଷକୁ ଉପସ୍ଥାପନ କରାଯାଇଥାଏ। ଚଳିତବର୍ଷ ଅଭିନେତ୍ରୀ ରୁଚି ଗୁଜ୍ଜର ପିନ୍ଧିଥିବା ନେକଲେସ  ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅଭିନେତ୍ରୀ ତଥା ମଡେଲ ରୁଚି ଗୁଜ୍ଜର ୨୦୨୫ ମସିହାରେ…