May 2025

ବଡ଼ଦାଣ୍ଡରେ କ୍ଷେତ୍ର ପରିଦର୍ଶନ ସହ ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ

ପୁରୀ: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ବଡ଼ଦାଣ୍ଡରେ କ୍ଷେତ୍ର ପରିଦର୍ଶନ କରିବା ସହ ସମୀକ୍ଷା କରିଛନ୍ତି । ଆସନ୍ତା ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ପୌରପାଳିକା ଗ୍ରହଣ କରିଥିବା ପଦକ୍ଷେପର ସେ ସମୀକ୍ଷା କରିଛନ୍ତି । ବିଶେଷ…

ଆତତାୟୀ ଗୁଳିରେ ଲଶ୍କର ସହପ୍ରତିଷ୍ଠାତା ଆମିର ହାମଜା ଗୁୁରୁତର

ପାକିସ୍ତାନର ଲାହୋରରେ ଆତତାୟୀଙ୍କ ଗୁଳିରେ ଲଶ୍କର-ଏ-ତୋଇବା(ଏଲଇଟି) ଆତଙ୍କବାଦୀ ସଂଗଠନର ସହପ୍ରତିଷ୍ଠାତା ଆମିର ହାମଜା ଗୁରୁତର ଆହତ ହୋଇଛି। ଅଜଣା ଆତତାୟୀ ଆମିରକୁ ଗୁଳି କରିଛନ୍ତି। ଦୁଇଦିନ ତଳେ ଲଶ୍କରର ଅନ୍ୟ ଜଣେ ଟପ୍ ଆତଙ୍କୀ ସୈଫୁଲ୍ଲା ଖଲିଦ ମଧ୍ୟ ଆତତାୟୀ ଗୁଳିରେ…

୨୭ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟରେ ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଦାବିରେ ବିଜେଡିର ଜୋରଦାର ଆନ୍ଦୋଳନ । ବିଜେପି ସରକାରଙ୍କ ଉପରେ ଚାପ ପକାଇବାକୁ ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯାଇଛି । ଯାହାର ସଂଖ୍ୟା ଯେତେ ତାହାର ଭାଗ ସେତେ…

ଏ ବର୍ଷ ହେବ କଲେଜ ଇଲେକ୍ସନ୍ !

ଭୁବନଶ୍ବର: କିଛି ବର୍ଷର ଅନିଶ୍ଚିତତା ଏବଂ ଛାତ୍ର ଅଶାନ୍ତି ପରେ ଏବେ ଶେଷରେ ଛାତ୍ର ନିର୍ବାଚନ ହେବାକୁ ଯାଉଛି । ଓଡ଼ିଶାର କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ଛାତ୍ର ସଂଘ ନିର୍ବାଚନ ଏହି ବର୍ଷ ହୋଇପାରେ।…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

କେନ୍ଦ୍ରାପଡ଼ା: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ । କୋଲକାତାରେ ବିବାହ କରେଇବାକୁ କହି ଅପହରଣ କରିଥିଲା ଅଭିଯୁକ୍ତ । କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନା ଅନର୍ଗତ ବାଉଳକାଣୀ ପଞ୍ଚାୟତ ଆମ୍ବବେଲାରୀ ଗାଁରେ ଘଟିଛି ଏଭଳି ଚାଞ୍ଚଲ୍ୟକର ଘଟଣା । ଜଣେ…

ଇଡ଼ିର ବୟାନ ବୃଦ୍ଧି କଲା ରାହୁଲ ଓ ସୋନିଆଙ୍କ ସମସ୍ୟା

ନୂଆଦିଲ୍ଲୀ: ନୂଆଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାର ଶୁଣାଣି ଚାଲିଛି। କୋର୍ଟରେ ଶୁଣାଣି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ( ଇଡି) ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ପାଇଁ ସମସ୍ୟା ସୃଷ୍ଟି କରିଥିବା ଜଣାପଡ଼ିଛି। ବୁଧବାର ଦିନ କୋର୍ଟରେ…

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର: ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଅନୁଯାୟୀ, ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ ।…

ଅଜଣା ଗାଡ଼ି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ

ରାୟଗଡ଼ା: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ରାୟଗଡ଼ା ଜିଲ୍ଲା ଗୁମୁଡ଼ା ଫାଣ୍ଡି ବଂଶଧାରା ନଦୀପୋଲ ଉପରେ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କଇଠ…

୫ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି : ୫ ହାର୍ଡକୋର ମାଓବାଦୀ ଗିରଫ । ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାର ଲାହେରୀ ଥାନା ବିଣାଗୁଣ୍ଡା ଜଙ୍ଗଲରୁ ୫ଜଣଙ୍କୁ ଗିରଫ କରିଛନ୍ତି ସୁରକ୍ଷା କର୍ମୀ । ଗିରଫଙ୍କ ମଧ୍ୟରେ ଜଣେ DVCM , ଜଣେ ACM ଏବଂ ତିନି ଜଣ…

ବିଲ୍ଡରଙ୍କ ଠାରୁ ଲାଞ୍ଚ ନେଇ ୨ ପୋଲିସ ନିଲମ୍ବିତ

ସମ୍ବଲପୁର:ଜଣେ ନିର୍ମାଣକାରୀଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ଦୁଇ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ ହୋଇଛନ୍ତି । ମଙ୍ଗଳବାର ସମ୍ବଲପୁର ଟାଉନଥାନାର ପୂର୍ବତନ ଥାନା ଅଧିକାରୀ ରଞ୍ଜନ ବିଶ୍ବାଳ ଓ ସବ ଇନସ୍ପେକ୍ଟର ଅଭିଷେକ ପ୍ରଧାନ ସସପେଣ୍ଡ ହୋଇଛନ୍ତି ।…