May 2025

୪-୫ ଦିନରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ବର : ଆଉ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି । ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଆଡେ ମୁହାଁଇଛି । ପ୍ରାୟତଃ ଜୁନ୍ ମାସ ପ୍ରାରମ୍ଭରେ ମୌସୁମୀ କେରଳ ଛୁଇଁଥାଏ…

୧୯୬ ଔଷଧ ନମୁନା ଗୁଣବତ୍ତା ପରୀକ୍ଷାରେ ବିଫଳ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ) ଦ୍ୱାରା କରାଯାଇଥିବା ଏକ ତଦନ୍ତରେ, ଏପ୍ରିଲ ମାସରେ ୧୯୬ଟି ଔଷଧ ନମୁନା ମାନକ ଗୁଣବତ୍ତା ଯୋଗ୍ୟ ନୁହେଁ ବୋଲି ଜଣାପଡିଥିଲା। ଏଥିରେ କେନ୍ଦ୍ରୀୟ ପରୀକ୍ଷାଗାରରେ ୬୦ଟି ଏବଂ ରାଜ୍ୟ ପରୀକ୍ଷାଗାରରେ ୧୩୬ଟି…

ଛୋଟ ଛୋଟ ଡଙ୍ଗା ମାଧ୍ୟମରେ ତାଇଓ୍ବାନରେ ଚୀନର ଅନୁପ୍ରବେଶ ଉଦ୍ୟମ

ତାଇପେଇ: ଚୀନ୍ ଦୀର୍ଘ ଦିନ ଧରି ତାଇୱାନକୁ ତା’ର ବିଶାଳ ନୌସେନା, ବାୟୁସେନା ଏବଂ ସେନା ବ୍ୟବହାର କରି ଭୟଭୀତ କରିବାକୁ ଚେଷ୍ଟା କରିଆସୁଛି । କିନ୍ତୁ ଏବେ ଚୀନର ଆଉ ଏକ ପଦକ୍ଷେପ ତାଇଓ୍ବାନ ପାଇଁ ଚିନ୍ତାର କାରଣ ହୋଇଛି…

ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମଲହୋତ୍ରାଙ୍କ ଠାରୁ ଜବତ ହେଲା ଡାଏରୀ, ଖୋଲିପାରେ ପାକିସ୍ତାନ ଲିଙ୍କର ବଡ଼ ଗୁମର

ନୂଆଦିଲ୍ଲୀ : ଡାଏରୀ ଖୋଲିବ ଗୁପ୍ତଚରଙ୍କ ଗୁମର ? ପାକିସ୍ତାନ ସହ କେବେଠୁ ଲିଙ୍କରେ ଅଛନ୍ତି ଜ୍ୟୋତି ? ପାକିସ୍ତାନକୁ ସେ କେତେ ଥର ଯାଇଛନ୍ତି ? କାହା କାହା ସହ ମିଶନ୍ତି ଏବଂ କେଉଁଠି କେଉଁଠି ରୁହନ୍ତି ? ପାକିସ୍ତାନକୁ…

ପହଲଗାମ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ଅସୀମ ମୁନିରଙ୍କୁ ପାକ୍ ସେନାରେ ପଦୋନ୍ନତି: ହେଲେ ଫିଲ୍ଡ ମାର୍ଶାଲ

ଇସଲାମାବାଦ: ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିରଙ୍କୁ ଫିଲ୍ଡ ମାର୍ଶାଲ ପଦବୀକୁ ପଦୋନ୍ନତି ଦିଆଯାଇଛି। ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ସିଧାସଳଖ ପାକିସ୍ତାନୀ ସେନା ଏବଂ ଆଇଏସଆଇ ସହିତ ସମ୍ପର୍କ ଥିବା ଜଣାପଡ଼ିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।…

ଭାରତର ଆକ୍ସନ ପରେ ବ୍ୟାକଫୁଟକୁ ଆସିଲା ବାଂଲାଦେଶ, ସମସ୍ୟା ତୁଟାଇବାକୁ ରଖିଲା ଏମିତି ପ୍ରସ୍ତାବ

ନୂଆଦିଲ୍ଲୀ/ଢାକା,୨୦।୫: ଭାରତ ସ୍ଥଳପଥ ଦେଇ ବାଂଲାଦେଶୀ ରପ୍ତାନି ଉପରେ କଟକଣା ଲଗାଇବା ପରେ, ବାଂଲାଦେଶର ଅନ୍ତରୀଣ ସରକାର କହିଛନ୍ତି ଯେ ସେ ଭାରତ ସହିତ ସମସ୍ତ ବାଣିଜ୍ୟ ସମସ୍ୟାର ସମାଧାନ କରିବାକୁ ଚାହାଁନ୍ତି। ମହମ୍ମଦ ୟୁନୁସଙ୍କ ପରାମର୍ଶଦାତା କହିଛନ୍ତି ଯେ ବାଂଲାଦେଶ…

“ହିନ୍ଦୁମାନଙ୍କୁ କରାଯାଇଥିଲା ଟାର୍ଗେଟ, ମୁର୍ଶିଦାବାଦ ହିଂସା ପଛରେ ଟିଏମସି ନେତାଙ୍କ ହାତ”: ଆସିଲା ରିପୋର୍ଟ

କୋଲକାତା,୨୦।୫: ଗତ ମାସରେ ମୁର୍ଶିଦାବାଦରେ ସଂଘଟିତ ହିଂସାରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସର ଜଣେ ନେତା ସାମିଲ ଥିଲେ ବୋଲି କୋଲକାତା ହାଇକୋର୍ଟ ଦ୍ୱାରା ଗଠିତ ତଦନ୍ତ କମିଟିର ରିପୋର୍ଟରେ ଦାବି କରାଯାଇଛି। ଓ୍ଵାକଫ୍ ସଂଶୋଧନ ବିଲ୍ ପାସ ସମୟରେ ଘଟିଥିବା…

ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ଲାଗି ଅପରେସନ୍ ଅଲିଭିଆ

ଭୁବନେଶ୍ଵର: ସାମୁଦ୍ରିକ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀ (ଇଣ୍ଡିଆନ କୋଷ୍ଟ ଗାର୍ଡ)ର ବାର୍ଷିକ ମିଶନ ‘ଅପରେସନ୍ ଅଲିଭିଆ’ ଉଲ୍ଲେଖନୀୟ ସଫଳତା ପାଇଛି । ଭାରତୀୟ ତଟରକ୍ଷୀ ବାହିନୀ ଫେବୃଆରୀ ୨୦୨୫ରେ ଓଡ଼ିଶାର ଋଷିକୂଲ୍ୟା ନଦୀ ମୁହାଣରେ ବସା…

ଫେରିଲା କରୋନା; କିଡନୀ ରୋଗରେ ଆକ୍ରାନ୍ତ ମାସ୍କ ପିନ୍ଧନ୍ତୁ

ଭୁବନେଶ୍ବର : ପୁଣି ଫେରିଛି କରୋନା ମହାମାରୀ । ହଂଙ୍କ ଓ ସିଙ୍ଗାପୁରରେ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଭାରତରେ ମଧ୍ୟ କରୋନା ଭୟ ଘାରିଛି । ମୁମ୍ବାଇରେ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ପୁଣି ଭୟ…

ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ଭାଜପା ବଦ୍ଧପରିକର: ମନମୋହନ ସାମଲ

ଭୁବନେଶ୍ୱର,୨୦।୫: ୨୦୨୪ ନିର୍ବାଚନବେଳେ ସଂକଳ୍ପପତ୍ରରେ ଭାଜପା ପଛୁଆବର୍ଗଙ୍କ ଉନ୍ନତି ସମ୍ପର୍କରେ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାହା ଏବେ ପୂରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛି । ଭାଜପା ରାଜ୍ୟରେ ସରକାର ଗଠନ କରିବାର ମାତ୍ର ୧୧ ମାସ ମଧ୍ୟରେ ପଛୁଆ…