ଲିଙ୍ଗରାଜ ମନ୍ଦିର ଉପରେ ୧୫ ମିନିଟ୍ ଧରି ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ୍: ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଉପରେ ପ୍ରାୟ ୧୫ ମିନିଟ୍ ଧରି ଏକ ସନ୍ଦିଗ୍ଧ ଡ୍ରୋନ୍ ଉଡୁଥିବାର ଦେଖାଯାଇଥିବା ଜଣାପଡ଼ିଛି। ଏହା ପରେ ମନ୍ଦିରରେ ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। କିଛି ସେବାୟତ ସନ୍ଧ୍ୟା ୫.୧୫ ରୁ ୫.୩୦ ପର୍ଯ୍ୟନ୍ତ…

ଦୂଷିତ ପାଣିରେ ସ୍ନାନ କରୁଛନ୍ତି ବାବାମଣି, ପ୍ରଶାସନର ଚିନ୍ତା ନାହିଁ

ଆରଡି: ଗ୍ରୀଷ୍ମର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ବେଳେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିପୀଠରେ ଏହା ପ୍ରହସନ ପାଲଟିଛି। ବ୍ଲକ ପ୍ରଶାସନ ପକ୍ଷରୁ ହାତ ଗଣତିରେ ଥିବା ୩ଟି ଜଳଛତ୍ର ଖୋଲାଯାଇଛି। ହେଲେ ଜଳଛତ୍ରରେ କେଉଁଠି…

ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଓଡ଼ିଶାର ଘରକୁ ଘର ବୁଲି ସର୍ବେକ୍ଷଣ ଦେଶ ପାଇଁ ଉଦାହରଣ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟର ବିଦ୍ୟାଳୟ ଶିକ୍ଷା ପରିପୃଷ୍ଠ, ସ୍କୁଲ ଭିତ୍ତିଭୂମିର ଉନ୍ନତିକରଣ, ଜାତୀୟ ପାଠ୍ୟକ୍ରମ ରୂପରେଖ ସହିତ ସମନ୍ୱୟ ରଖି ପାଠ୍ୟପୁସ୍ତକ ଏବଂ ଶିକ୍ଷଣ…

ନୁହରୁ ଆଉଜଣେ ପାକ୍ ଗୁପ୍ତଚର ଗିରଫ, ହ୍ୱାଟ୍ସଆପ୍ ଚାଟ୍‌ରୁ ମିଳିଲା ଦେଶଦ୍ରୋହର ପ୍ରମାଣ

ନୁହ: ପାକିସ୍ତାନୀ ଗୁପ୍ତଚର ନେଟୱର୍କ ବିରୋଧରେ ହରିୟାଣା ପୁଲିସ ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଆଉ ଏକ ବଡ଼ ସଫଳତା ମିଳିଛି। ପାକିସ୍ତାନ ପାଇଁ ଗୁପ୍ତଚର କାମ କରିବା ଅଭିଯୋଗରେ ନୁହ ଜିଲାରେ ପୁଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଆଉ ଜଣେ…

ବ୍ଲାକଆଉଟ୍‌ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚରି କରିବା ଅଭିଯୋଗରେ ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଅପରେସନ ‘ସିନ୍ଦୂର’ରେ ବ୍ଲାକଆଉଟ୍ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ଯୋଗାଯୋଗରେ ରହିଥିଲେ। ଏପରି କି ଅପରେସନ ସିନ୍ଦୂରର ଦିନକ ପୂର୍ବରୁ ଅର୍ଥାତ ମେ…

ଉଦୟ ସିଂହ ହେଲେ ଜନ ସୂରଜ ପାର୍ଟିର ପ୍ରଥମ ରାଷ୍ଟ୍ରୀୟ ସଭାପତି

ନୂଆଦିଲ୍ଲୀ : ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟିର ପ୍ରଥମ ରାଷ୍ଟ୍ରୀୟ ସଭାପତି ହୋଇଛନ୍ତି ଉଦୟ ସିଂହ। ସେ ପୂର୍ବରୁ ବିଜେପିର ସାଂସଦ ଥିଲେ। ସୋମବାର ପ୍ରଶାନ୍ତ ନିଜ ଦଳର ରାଷ୍ଟ୍ରୀୟ ସଭାପତି ଭାବେ ଉଦୟଙ୍କ ନାମ ଘୋଷଣା କରିଛନ୍ତି। ଆଗାମୀ…

ପହଲଗାଓଁ ଆକ୍ରମଣ ପରେ ପାକ୍ ଦୂତାବାସକୁ କେକ୍ ନେଇ ଯାଉଥିବା ବ୍ୟକ୍ତିଙ୍କ ସହ ଜ୍ୟୋତିଙ୍କର ରହିଛି ସମ୍ପର୍କ, ସାମ୍ନାକୁ ଆସିଲା ଉଭୟଙ୍କ ଫଟୋ

ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପରେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସରେ କେକ୍‌ କଟାଯାଇଥିଲା। ଏହାକୁ ନେଇ ସେତେବେଳେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଦୂତାବାସକୁ କେକ୍‌ ନେଇ ଯାଉଥିବା ବ୍ୟକ୍ତିଙ୍କୁ ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଘେରିଯାଇ ନାନା ପ୍ରଶ୍ନ କରିଥିଲେ।…

ଜଳପ୍ରଳୟ, ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବେଙ୍ଗାଲୁରୁ ,୧୯।୫: ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇପଡିଛି ବେଙ୍ଗାଲୁରୁ ସହର । ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଫଳରେ ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଏପରିକି ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି…

୧୨,୦୦୦ କୋଟି ଟଙ୍କା ଅତିକ୍ରମକଲା ଭାରତରେ ଟ୍ରାଫିକ ଜରିମାନା, ଅନେକ ଦେଶର GDP ପଡିଲା ପଛରେ: ରିପୋର୍ଟ

ନୁଆଦିଲ୍ଲୀ,୧୯।୫: CARS24 ଦ୍ୱାରା ପ୍ରକାଶିତ ଏକ ସାମ୍ପ୍ରତିକ ସର୍ଭେ ରିପୋର୍ଟ ଅନୁଯାୟୀ, ଭାରତରେ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଲାଗୁ ହୋଇଥିବା ଜରିମାନା ଅନେକ ଛୋଟ ଦେଶର GDPକୁ ଅତିକ୍ରମ କରିଛି। ୨୦୨୪ ରିପୋର୍ଟ ଅନୁସାରେ, ପ୍ରାୟ ୮ କୋଟି ଟ୍ରାଫିକ…

ଭାରତ ଧର୍ମଶାଳା ନୁହେଁ, ସମସ୍ତଙ୍କୁ ଏଠାରେ ଆଶ୍ରୟ କାହିଁକି ଦିଆଯିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଶରଣାର୍ଥୀଙ୍କ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରି ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ ଭାରତ ଧର୍ମଶାଳା ନୁହେଁ। ସାରା ବିଶ୍ୱରୁ ଆସୁଥିବା ଲୋକଙ୍କୁ ଆଶ୍ରୟ ଦେବାର କୌଣସି ଯଥାର୍ଥତା ନାହିଁ। ଭାରତ ସବୁ ଲୋକଙ୍କୁ କାହିଁକି ଆଶ୍ରୟ ଦେବ...…