ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ ନୀତି…

ଅପରେସନ ସିନ୍ଦୂର ପାକିସ୍ତାନ ପାଇଁ ଏକ ଶିକ୍ଷା ଥିଲା : ଭାରତୀୟ ସେନା

ନୂଆଦିଲ୍ଲୀ: ଭାରତୀୟ ସେନା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅପରେସନ ସିନ୍ଦୂର ସହିତ ଜଡିତ ଆଉ ଏକ ନୂଆ ଭିଡିଓ ସେୟାର କରିଛି। ଏହି ଭିଡିଓରେ ସେନାର ସୈନିକମାନେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଧ୍ୱଂସ କରୁଥିବାର ଦେଖିବାକୁ ମିଳୁଛି। ଭାରତୀୟ ସେନା…

ଆଇଏସ୍ଆଇର ତିନିଜଣ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ: ୟୁଟ୍ୟୁବ ଏବଂ ଇନଷ୍ଟାଗ୍ରାମରେ ବିପୁଳ ଲୋକପ୍ରିୟତା ହାସଲ କରିଥିବା ଜ୍ୟୋତି ମାଲହୋତ୍ରା ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍ଆଇ ଏବଂ ପାକିସ୍ତାନୀ ଏଜେଣ୍ଟମାନଙ୍କୁ ଦେଶର ସମ୍ବେଦନଶୀଳ ସୂଚନା ପ୍ରଦାନ କରିଥିବା ଅଭିଯୋଗରେ…

ଗଛରୁ CRPF ଯବାନଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗିର: ଗଛରେ ଝୁଲିଛି CRPF ଯବାନଙ୍କ ମୃତଦେହ । ଘରକୁ ଛୁଟିରେ ଆସିଥିବା ବେଳେ ଘଟିଲା ଅଘଟଣ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଗାଁର ଦୁଲ୍ଲଭ ଭୋଇଙ୍କ ପୁଅ ଭକ୍ତରାମ ଭୋଇଙ୍କର…

ଗସ୍ତ ନାମରେ ସରକାର ଟୁର୍-ଟ୍ରାଭେଲ୍ କମ୍ପାନି ଖୋଲିଲେ: ପ୍ରତିନିଧି ଦଳ ନେଇ ସଞ୍ଜୟଙ୍କ କଟାକ୍ଷ

ମୁମ୍ବାଇ: ଅପରେସନ ସିନ୍ଦୂର ଉପରେ ଭାରତର ଚିନ୍ତାଧାରାକୁ ଅନ୍ତର୍ଜାତୀୟ ସମ୍ପ୍ରଦାୟ ନିକଟରେ ପ୍ରଭାବଶାଳୀ ଭାବରେ ପହଞ୍ଚାଇବାକୁ ଭାରତ ସରକାର ଶନିବାର ଦିନ ସଂକଳ୍ପ ନେଇଛନ୍ତି। ଏନେଇ ଭାରତୀୟ ଜନତା ପାର୍ଟି ପ୍ରତିନିଧିମଣ୍ଡଳର ୭ଟି ଟିମ୍ ଗଠନ କରିଥିଲା। ​​ଯେଉଁମାନେ ସୀମାପାର ଆତଙ୍କବାଦ…

ବିଜେଡିର ପିଏସି ବୈଠକ: ଜାତୀୟ ସୁରକ୍ଷା, ରାଜ୍ୟ ରାଜନୀତି, ଶିଳ୍ପ ବିକାଶ ନେଇ ଆଲୋଚନା

ଭୁବନେଶ୍ବର: ଅନୁଷ୍ଠିତ ହୋଇଯାଇଛି ବିଜେଡିର ରାଜନୈତିକ ବ୍ୟାପାର କମିଟି(ପିଏସି) ବୈଠକ । ଶନିବାର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ…

କର୍ଣ୍ଣେଲ ସୋଫିଆଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଗିରଫ ହେଲେ ପ୍ରଫେସର

ନୂଆଦିଲ୍ଲୀ: କର୍ଣ୍ଣେଲ ସୋଫିଆଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ହେତୁ ଅଶୋକା ବିଶ୍ୱବିଦ୍ୟାଳୟର ପ୍ରଫେସର ଅଲି ଖାନ ମହମୁଦାବାଦଙ୍କୁ ଗିରଫ କରାଯାଇଛି। ଗିରଫ ଅଲି ଖାନ ମହମୁଦାବାଦ ବିଶ୍ୱବିଦ୍ୟାଳୟର ସହଯୋଗୀ ପ୍ରଫେସର ଭାବେ କାମ କରନ୍ତି । ପହଲଗାମ ଆକ୍ରମଣ ପରେ…

ଚର୍ଚ୍ଚାରେ ଓଡ଼ିଆ ଟ୍ରାଭେଲର ବ୍ଲଗର ଲବ ହାଁସଦା, ସାଂଘାତିକ ଅଭିଯୋଗ ଆଣିଲେ ଲବଙ୍କ ପତ୍ନୀ

ଚର୍ଚ୍ଚାରେ ଓଡ଼ିଆ ଟ୍ରାଭେଲର ବ୍ଲଗର ଲବ ହାଁସଦା ।  ତାଙ୍କ ପ୍ରେମିକା ଜୀବନ ହାରିବା ପରେ ଲବଙ୍କ ବିବାଦ ବଢି ଯାଇଛି ।  ଏହାରି ଭିତରେ ମୁହଁ ଖୋଲିଛନ୍ତି ଲବ ହାଁସଦାଙ୍କ ବଡ଼ ଭଉଣୀ ଆଶା ମୁର୍ମୁ । ସେ କହିଛନ୍ତି…

୧୭ ସାଂସଦଙ୍କୁ ‘ସଂସଦ ରତ୍ନ ୨୦୨୫’: ମହାରାଷ୍ଟ୍ରରୁ ସର୍ବାଧିକ

ନୂଆଦିଲ୍ଲୀ: ଚଳିତ ବର୍ଷର ସଂସଦ ରତ୍ନ ପୁରସ୍କାର ୨୦୨୫ ଦେଶର ୧୭ ଜଣ ସାଂସଦଙ୍କ ପାଇଁ ଘୋଷଣା କରାଯାଇଛି। ଚଳିତ ବର୍ଷ ସାରା ଦେଶରୁ ୧୭ ଜଣ ସାଂସଦଙ୍କୁ ଚୟନ କରାଯାଇଛି। ସେମାନ ମଧ୍ୟରୁ ମହାରାଷ୍ଟ୍ରର ୭ ଜଣ ସାଂସଦ ଏହି…

ଭକ୍ତଙ୍କୁ ନେଇ ୨ସେବାୟତ ପରିବାର ମଧ୍ୟରେ ମାରପିଟ, ଥାନରେ ଏତଲା

ଭଦ୍ରକ : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଭକ୍ତଙ୍କ ପୂଜାର୍ଚ୍ଚନାକୁ ନେଇ ୨ ସେବାୟତ ପରିବାର ମଧ୍ୟରେ ମାରପିଟ । ଶନିବାର ବାବା ଆଖଣ୍ଡଳମଣିଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ଭଦ୍ରକ ଜିଲା ବାସୁଦେବପୁର ସୁଗ ଅଞ୍ଚଳରୁ ଆସିଥିବା ଭକ୍ତଙ୍କ ପୂଜାର୍ଚ୍ଚନାକୁ ଭାଗବଣ୍ଟାକୁ…