ରଥଖଳା ଚଳଚଞ୍ଚଳ, ପ୍ରତି ରଥର ନାହାକା ଅଖ କାମ ଆରମ୍ଭ
ପୁରୀ: ଆସନ୍ତା ୧୯ ତାରିଖରେ ପବିତ୍ର ଭଉଁରୀ ତିଥି । ପରମ୍ପରା ଅନୁସାରେ ରଥ ଖଳାକୁ ଆଜ୍ଞା ମାଳ ବିଜେ କରିବା ସହ ଚକ ଅଖ ଯୋଖା ନୀତି ଅନୁଷ୍ଠିତ ହେବ । ବିଶ୍ଵକର୍ମା ମହାରଣା ମାନେ ଚକ ନିର୍ମାଣରେ ଲାଗିପଡ଼ିଥିବାବେଳେ…
ପୁରୀ: ଆସନ୍ତା ୧୯ ତାରିଖରେ ପବିତ୍ର ଭଉଁରୀ ତିଥି । ପରମ୍ପରା ଅନୁସାରେ ରଥ ଖଳାକୁ ଆଜ୍ଞା ମାଳ ବିଜେ କରିବା ସହ ଚକ ଅଖ ଯୋଖା ନୀତି ଅନୁଷ୍ଠିତ ହେବ । ବିଶ୍ଵକର୍ମା ମହାରଣା ମାନେ ଚକ ନିର୍ମାଣରେ ଲାଗିପଡ଼ିଥିବାବେଳେ…
ସମ୍ବଲପୁର: ସମ୍ବଲପୁରରେ ଆୟୋଜିତ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଓ ପୂର୍ବତନ ବିଧାୟକ ନାଉରୀ ନାୟକ ପ୍ରମୁଖ ତ୍ରିରଙ୍ଗା…
ଭୁବନେଶ୍ବର: ରାଜ୍ୟ ସରକାର ଖୁବଶୀଘ୍ର ୧୫ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଭାଇସ୍ଚାନ୍ସଲର(ଭିସି)ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଯାଉଛନ୍ତି। ଏଥିସହିତ କଲେଜଗୁଡ଼ିକରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ମଧ୍ୟ ପୂରଣ ହେବ । ନିଯୁକ୍ତି ଉପରେ ଲାଗିଥିବା ପୂର୍ବ…
କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଗୁଜରାଟ ଭୁଜ୍ ଏୟାରବେସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଅପରେସନ ସିନ୍ଦୂରରେ ବାୟୁସେନାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେନାର ବୀରତ୍ୱକୁ ସଲାମ କରିଛନ୍ତି ରାଜନାଥ । ଭୁଜ ଏୟାରବେସରୁ ଉଡାଣ ଆରମ୍ଭ କରି ଲଢୁଆ ବିମାନ ପରାକ୍ରମ ଦେଖାଇଛି।…
ଲକ୍ଷ୍ମୀପୁର : ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଓଡ଼ିଆପେଣ୍ଠ ପଂଚାୟତ ପର୍ଡିଗୁଡା ଗାଁରେ ଅଘଟଣ ଘଟିଛ । ମୃତକ ହିଙ୍ଗୁ ମାଣ୍ଡିଙ୍ଗା, ବୁରୁଦି ମାଣ୍ଡିଙ୍ଗା ଓ କଷା ମାଣ୍ଡିଙ୍ଗା । ୩ଜଣ ସମ୍ପର୍କରେ…
ଯାଜପୁର: ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ ଅସିତ ପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ଅସିତ ପାତ୍ରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଏହି ଚଢାଉ ବେଳେ ୩ଟି ବହୁତଳ କୋଠା, କଟକରେ…
ବେଜିଂ: ଚୀନରେ ଶୁକବ୍ରାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ‘ଏକ୍ସ’ ଜରିଆରେ ଏନେଇ ସୂଚନା ଦେଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରେକର୍ଡ କରାଯାଇଛି। ଭାରତୀୟ ସମୟାନୁସାରେ, ମେ’ ୧୬ ତାରିଖ ସକାଳ ୬ଟା…
ଭୁବନେଶ୍ୱର : ଚାକିରି କରାଇଦେବାକୁ କହି ଚୂନା । ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ । ସଂଯୋଗ କନସଲଟାନସିର ମୁଖ୍ୟ ଶୋଭନ ରଞ୍ଜନ ବେହେରାଙ୍କୁ ଗିରଫ କଲା ପୋଲିସ। ଗତ ମାର୍ଚ୍ଚ ୨୩ ତାରିଖରେ ନୟାପଲ୍ଲୀ ଥାନାରେ ମାମଲା…
ପୁରୀ: ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା । ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫ ବର୍ଷୀୟ କୁନା ବେହେରାଙ୍କୁ ଲଙ୍କାଗୁଣ୍ଡ ମାଡ଼କରି ଅତି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି ।…