କୃଷି ଓଭର୍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି…
