ତୁର୍କୀ କମ୍ପାନି ଉପରୁ ସୁରକ୍ଷା ମଂଜୁରୀ ହଟାଇଲା ଭାରତ
ନୂଆଦିଲ୍ଲୀ : ଯୁଦ୍ଧ ବେଳେ ପାକିସ୍ତାନକୁ ସହାୟତା କରିବା ତୁର୍କୀକୁ ମହଙ୍ଗା କରିଛି । ଭାରତ ସରକାର ଭାରତୀୟ ଏୟାରପୋର୍ଟଗୁଡ଼ିକରେ ଗ୍ରାଉଣ୍ଡ ହାଣ୍ଡେଲିଂ କରୁଥିବା ତୁର୍କୀ କମ୍ପାନି ସେଲେବିର ସୁରକ୍ଷା କ୍ଲିୟରାନ୍ସ ବାତିଲ କରିଦେଇଛନ୍ତି । ଏହି ନିଷ୍ପତ୍ତି ବ୍ୟୁରୋ ଅଫ୍…
