May 2025

ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର…

ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିଛି: ଜୟଶଙ୍କର

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମର ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତିକୁ ରଦ୍ଦ କରିଦେଇଥିଲା। ଚୁକ୍ତି ଅନୁସାରେ ଭାରତ ପକ୍ଷରୁ ପାକିସ୍ତାନକୁ ପାଣି ଛଡ଼ାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଅପରେସନ ‘ସିନ୍ଦୂର’ ସ୍ଥଗିତ ରହିବା ପରେ ଭାରତ…

ସୁପ୍ରିମକୋର୍ଟଙ୍କୁ ରାଷ୍ଟ୍ରପତିଙ୍କ ୧୪ଟି ପ୍ରଶ୍ନ

ନୂଆଦିଲ୍ଲୀ : ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କ ପାଇଁ ବିଲ୍‍ ଅନୁମୋଦନ ପାଇଁ କୌଣସି ସମୟସୀମା କ’ଣ ସୁପ୍ରିମକୋର୍ଟ ସ୍ଥିର କରିପାରିବେ । କିଛି ଏଭଳି ପ୍ରଶ୍ନ ପଚାରିଛନ୍ତି ରାଷ୍ଟ୍ରପତି । ପ୍ରକୃତରେ ତାମିଲନାଡୁ ସରକାରଙ୍କ ରାଜ୍ୟପାଳଙ୍କ ବିରୋଧରେ ଦାୟର ଆବେଦନ ଉପରେ…

କର୍ଣ୍ଣେଲ ସୋଫିୟା କୁରେଶିଙ୍କୁ ନେଇ ବିବାଦୀୟ ବୟାନ, ବିଜେପି ମନ୍ତ୍ରୀଙ୍କ ବିରୋଧରେ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: କର୍ଣ୍ଣେଲ ସୋଫିୟା କୁରେଶିଙ୍କ ମାମଲାରେ ଜବଲପୁର କୋର୍ଟ ମଧ୍ୟପ୍ରଦେଶର ମନ୍ତ୍ରୀ ବିଜୟ ଶାହଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କର ଏକ ବିବାଦୀୟ ବୟାନକୁ ନେଇ କୋର୍ଟ ସରକାରଙ୍କୁ ୪ ଘଣ୍ଟା ମଧ୍ୟରେ ଏଫଆଇଆର ଦାୟର କରି ରିପୋର୍ଟ…

ଓରେରାର ଅଧ୍ୟକ୍ଷ ଭାବରେ ନିଯୁକ୍ତ ଅସିତ କୁମାର ମହାପାତ୍ର

ଭୁବନେଶ୍ୱର: ଦୀର୍ଘ ଦିନର ଅପେକ୍ଷା ପରେ ରାଜ୍ୟ ସରକାର ବୁଧବାର ଅସିତ କୁମାର ମହାପାତ୍ରଙ୍କୁ ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂତନ ନିଯୁକ୍ତି ତାଙ୍କ କାର୍ଯ୍ୟଭାର ଗ୍ରହଣ…

ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ବାତ୍ୟା ଖବରକୁ ଖଣ୍ଡନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)। ଏବେ ବାତ୍ୟାର ସୂଚନା ନଥିବା ବିଭାଗ ସ୍ପଷ୍ଟ କରିଛି। ମେ’ ୨୩ରୁ ୨୮ ମଧ୍ୟରେ ‘ବାତ୍ୟା ଶକ୍ତି’ ହେବା ନେଇ କେତେକ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଆଇଏମଡି ଦୃଢ ଭାବରେ…

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ ।…

ରୁଷ୍‌ରୁ ଅଧିକ ଏସ୍‌-୪୦୦ କିଣିବ ଭାରତ

ନୂଆଦିଲ୍ଲୀ : ପାକିସ୍ତାନ ବିରୋଧରେ ଭାରତର ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’ରେ ଏସ୍‌-୪୦୦ର ସଫଳ ପ୍ରଦର୍ଶନ ପରେ ଭାରତ ଆକାଶ ପ୍ରତିରକ୍ଷାକୁ ସୁଦୃଢ଼ ​​କରିବା ପାଇଁ ଋଷଠାରୁ ଅଧିକ ଏସ୍‌-୪୦୦ କିଣିବାକୁ ଅନୁରୋଧ କରିଥିବା ଜଣାପଡ଼ିଛି। ପାକିସ୍ତାନୀ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌କୁ…

ଠିକା କାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ, ବାକି ଥିଲା ୭୦ ଲକ୍ଷ ଓ ୧୮ ଲକ୍ଷ ଟଙ୍କାର ୨ଟି ବିଲ୍

ସମ୍ବଲପୁର : ଠିକାକାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ । ସମ୍ବଲପୁର ସିନିୟର ସିଭିଲ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଉତ୍ତରାଞ୍ଜଳ ରାସ୍ତା ଓ ଗୃହ ସମ୍ବଲପୁର ମଣ୍ଡଳଙ୍କ ସମ୍ପତ୍ତି ଆଟାଚ୍ କରାଯାଇଛି ।…

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି…