ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ, ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ…

ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ…

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ…

ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ

ପାରାଦୀପ :  ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି…

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। ଉଦୟ ନାରାୟଣ…

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି। ସେହି…

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ…

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ ନେପାଳର ବିଟେକ୍‌…

ଦଶନ୍ଧି ପରେ ବଦଳିଲା ଗୁଗଲ୍‌ ଲୋଗୋ

ବଦଳିଲା ଗୁଗଲ୍‌ ଲୋଗୋ। ଦୀର୍ଘ ୧୦ ବର୍ଷ ପରେ ପ୍ରଥମ ଥର ପାଇଁ ଗୁଗଲ୍‌ ଏହାର ପ୍ରତିଷ୍ଠିତ ‘G’ ଲୋଗୋରେ ପରିବର୍ତ୍ତନ କରିଛି। ବର୍ଷ ୨୦୧୫ ପରେ ଏହା ପ୍ରଥମ ବଡ଼ ଭିଜୁଆଲ ପରିବର୍ତ୍ତନ। ଏପର୍ଯ୍ୟନ୍ତ ଲୋଗୋରେ ସଲିଡ୍‌ ଲାଲ, ହଳଦିଆ,…

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

ଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ ।  ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ ।  ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି…