ଭାରତମାତା ପାଇଁ ଗୌରବ ଆଣିଛନ୍ତି ସେନା: ପ୍ରଧାନମନ୍ତ୍ରୀ

ଆଦମପୁର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ସୀମାରେ ଆପେକ୍ଷିକ ଶାନ୍ତି ରହିଛି। 'ଅପରେସନ୍ ସିନ୍ଦୂର' ଏବଂ ଅସ୍ତ୍ରବିରତି ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାତିରେ ଜାତି ଉଦ୍ଦେଶ୍ୟରେ ତାଙ୍କ ଅଭିଭାଷଣରେ ସଶସ୍ତ୍ର ବାହିନୀର ପ୍ରଶଂସା କରିଥିଲେ…

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ…

ଆମେରିକା ରାଷ୍ଟ୍ରପତିଙ୍କୁ ଏହି ସ୍ୱତନ୍ତ୍ର ଉପହାର ଦେବ କାତାର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସ ମେ ୧୪ ତାରିଖରେ କାତାର ଗସ୍ତରେ ଯାଉଛନ୍ତି। ଆଉ ଏହି ସମୟ ମଧ୍ୟରେ, କାତାର ସରକାର ତାଙ୍କୁ ଏକ ବିଳାସପୂର୍ଣ୍ଣ ବୋଇଂ ୭୪୭-୮ ଜମ୍ବୋ ଜେଟ୍ ଉପହାର ଦେଉଛନ୍ତି। ଏହି ବିମାନର…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ…

ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ…

ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ

ଆଣ୍ଡାମାନ ଛୁଇଁଲା ମୌସୁମୀ ।  ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ।  ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି…

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ…

ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁତୟନ ହେଲା ଆର୍ମ ଭେଇକିଲ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଆର୍ମ ଭେଇକିଲ ସୁରକ୍ଷା ମନ୍ଦିର ସମ୍ମୁଖରେ ମୁତୟନ ହୋଇଛି। ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ଡିଜି ଓ୍ବାଇ ବି ଖୁରାନିଆ। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ଘଟିବ ତାହା ହେଲେ ତାକୁ…

୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ବଞ୍ଚିଲା ଦୁଇ ଜୀବନ

ଭୁବନେଶ୍ୱର : ମୃତ୍ୟୁ ପରେ ଆଉ ଦୁଇଟି ଜୀବନ ବଂଚାଇବାରେ ସଫଳ ହୋଇପାରିଛି ଛଅ ବର୍ଷର ଏକ ଶିଶୁପୁତ୍ର । ବାରିପଦା ମୂର୍ଗାବାଡି ଅଚଂଳର ଏହି ଶିଶୁଟିର ଆକସ୍ମିକ ଦୁର୍ଘଟଣାରେ ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ସ୍ଥାନୀୟ ସମ୍‌ ଅଲ୍ଟିମେଟ ମେଡିକେୟାରରେ…

ସୀମାନ୍ତରେ ସୈନ୍ୟ ସଂଖ୍ୟା ହ୍ରାସ କରିବେ ଭାରତ-ପାକିସ୍ତାନ, ଫୁଟିବନି ଗୋଟିଏ ବି ଗୁଳି

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଡିଜିଏମଓ ସ୍ତରୀୟ ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଅସ୍ତ୍ରବିରତି ପରେ ଦୁଇ ଦେଶ ମଧ୍ୟରେ ଡିଜିଏମଓ ସ୍ତରରେ ଏହା ପ୍ରଥମ ଆଲୋଚନା ଥିଲା। ଆଲୋଚନା ସମୟରେ ଦୁଇ ପକ୍ଷ ଗୋଟିଏ ବି…