ଅପରେସନ ସିନ୍ଦୂରରେ ସଫା ହୋଇଯାଇଥିଲେ ଏସବୁ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀ

ନୂଆଦିଲ୍ଲୀ: ମେ ୬-୭ ମଧ୍ୟରାତ୍ରିରେ ଭାରତୀୟ ସେନା ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ୯ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ଭାରତ ସରକାର ୧୦୦…

ଭାରତ-ପାକ୍ ଉତ୍ତେଜନା: ରାଜ୍ୟର ସବୁ ଆଇପିଏସଙ୍କ ଛୁଟି ବାତିଲ ନିର୍ଦ୍ଦେଶ

ଭୁବନେଶ୍ଵର: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ପାକ୍ ସେନା ଆକ୍ରମଣର ମୁଁହତୋଡ ଜବାବ ଦେଉଛନ୍ତି ଭାରତୀୟ ଯବାନ। ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର…

ସୀମାରେ ଗୁଳିମାଡ଼: ପାକ୍ ଗୁଳିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଶ୍ରୀନଗର: ପାକିସ୍ତାନର ଗୁଳିମାଡରେ ପ୍ରାଣ ହରାଇଥିବା ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା । ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନ ସେନାର ଗୁଳିରେ ଜୀବନ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ…

ଅପରେସନ୍ ସିନ୍ଦୂର: ହାଇଆଲର୍ଟରେ ଓଡିଶା ପୋଲିସ, ରେଳ ଷ୍ଟେସନ ଓ ପ୍ଲାଟଫର୍ମରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର : ଭାରତ ସରକାରଙ୍କ ପକ୍ଷରୁ ଚାଲିଛି ଅପରେସନ୍ ସିନ୍ଦୂର ଓ ଜାରି ହୋଇଛି ହାଇ ଆଲର୍ଟ । ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଜନ ସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ଦିନରାତି ଚାଲିଛି ପାଟ୍ରୋଲିଂ । ସମ୍ଭାବ୍ୟ ଆତଙ୍କବାଦୀ…

ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭଳି ପରିସ୍ଥିତିରେ, ଭାରତ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଯଦି ଭବିଷ୍ୟତରେ କୌଣସି ଆତଙ୍କବାଦୀ ଘଟଣା ଘଟେ, ତେବେ ଏହାକୁ ଯୁଦ୍ଧ କାର୍ଯ୍ୟ…

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି…

ଏୟାର ସାଇରନ୍ ଶବ୍ଦ ବ୍ୟବହାର ନକରିବାକୁ ସମାଚାର ଚ୍ୟାନେଲଗୁଡ଼ିକୁ ପରାମର୍ଶ

ନୂଆଦିଲ୍ଲୀ: ସରକାର ସମସ୍ତ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ସେମାନଙ୍କ କାର୍ଯ୍ୟକ୍ରମରେ 'ସିଭିଲ୍ ଡିଫେନ୍ସ ଏୟାର ରେଡ୍ ସାଇରନ୍' ଶବ୍ଦ ବ୍ୟବହାର କରିବାରୁ ନିବୃତ୍ତ ରହିବାକୁ ଏକ ପରାମର୍ଶ ଜାରି କରିଛନ୍ତି। କାରଣ ଏହି ଶବ୍ଦ କେବଳ ସାମୁଦାୟିକ ସଚେତନତା ଅଭିଯାନ ପାଇଁ ବ୍ୟବହୃତ…

କଳାହାଣ୍ଡି ଜିଲ୍ଲାର ୩୦ ପଞ୍ଚାୟତରେ ହାଇସ୍କୁଲ ନାହିଁ: ଗରିବ ମେଧାବୀ ପିଲା ପାଠପଢ଼ାରୁ ବଞ୍ଚିତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ୩୦ଟି ପଞ୍ଚାୟତରେ ହାଇସ୍କୁଲ ନାହିଁ। ଫଳରେ ଏହି ସବୁ ପଞ୍ଚାୟତର ଛାତ୍ରଛାତ୍ରୀ ଅନ୍ୟ ପଞ୍ଚାୟତକୁ ପାଠ ପଢ଼ିବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ବହୁ ଗରିବ ମେଧାବୀ ଛାତ୍ରଛାତ୍ରୀ ପାଠପଢ଼ାରୁ ବଞ୍ଚିତ ହେଉଥିବା ଲକ୍ଷ୍ୟ କରାଯାଇଛି। ପ୍ରକାଶ ଯେ, କଳାହାଣ୍ଡି…

ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା

ବାରଙ୍ଗ,୯ା୫ : ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍‌କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…

ଆଜି ହେବ ବଡ଼ ଆକ୍ରମଣ; ବଡ଼ ଯୁଦ୍ଧ ପାଇଁ ବଡ଼ ପ୍ରସ୍ତୁତି

ନୂଆଦିଲ୍ଲୀ: ଆଜି ହୋଇପାରେ ବଡ଼ ଆକ୍ରମଣ। ବଡ଼ ଯୁଦ୍ଧ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି। ଭାରତ-ପାକ ଉତ୍ତେଜନା ଭିତରେ ହେଉଛି ଗୁଳିବର୍ଷା। ସୀମା ଆରପଟୁ ଜୋରଦାର ଗୁଳିଗୋଳା ମାଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ସେନା ମୁଖ୍ୟଙ୍କ…