ଦୁଇ ଦେଶ ମଧ୍ୟରେ ଚାଲିଥିବା ଉତ୍ତେଜନା ସହ ଆମେରିକାର କୌଣସି ସମ୍ପର୍କ ନାହିଁ : ଉପରାଷ୍ଟ୍ରପତି ଜେଡି ଭାନ୍ସ

ନୂଆଦିଲ୍ଲୀ : ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି । ଭାରତର ଅନେକ ସ୍ଥାନରେ ପାକିସ୍ତାନ ଆକ୍ରମଣ କରିବାକୁ ବାରମ୍ବାର ଚେଷ୍ଟା କରୁଛି । ଡ୍ରୋନ୍‌ ଓ କ୍ଷେପଣାସ୍ତ୍ର ମାଡ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ଭାରତୀୟ ସେନା ଏହାର…

୩୦୦-୪୦୦ ତୁର୍କି ଡ୍ରୋନ୍‌ ବ୍ୟବହାର କରି ଭାରତର ୩୬ ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ

ନୂଆଦିଲ୍ଲୀ,୯।୫: ଅପରେଶନ ‘ସିନ୍ଦୂର’ର ଜବାବ ଦେବାକୁ ଯାଇ ପାକିସ୍ତାନ ଗୁରୁବାର ଭାରତ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ଏହାକୁ ଭାରତ ବିଫଳ କରିଥିଲା। ତେବେ ପାକିସ୍ତାନ ତୁର୍କୀ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିଥିବା ଶୁକ୍ରବାର MEA ର ଏକ ପ୍ରେସ…

ଏଲଓସିରେ ପ୍ରବଳ ଗୁଳିବର୍ଷା, ୧୪ଟି ଟେରିଟୋରିଆଲ ଆର୍ମୀଙ୍କୁ ସକ୍ରିୟ କଲା ଭାରତ

ନୂଆଦିଲ୍ଲୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ପାକିସ୍ତାନର ମିସାଇଲ ଓ ଡ୍ରୋନ ଆକ୍ରମଣକୁ ବିଫଳ କରିଛି। ଏହା ସହିତ ଭାରତ ନିଜର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ୧୪ଟି ଇନ୍ଫାଣ୍ଟ୍ରୀ…

ପାକିସ୍ତାନକୁ ବଡ଼ ଝଟକା: ସିନ୍ଧୁ ଜଳ ଚୁକ୍ତି ମାମଲାରେ ଦୂରେଇ ରହିଲା ବିଶ୍ୱ ବ୍ୟାଙ୍କ

ନୂଆଦିଲ୍ଲୀ: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଥିଲା। ପାକିସ୍ତାନ ଏହି ମାମଲାରେ ବହୁତ ଖପ୍ପା ହୋଇଥିଲା ଏବଂ ପାକିସ୍ତାନର ଅନେକ ବଡ଼ ନେତା ମଧ୍ୟ ଜଳ ଚୁକ୍ତିନାମା…

ଷ୍ଟକବଜାର ଉପରେ ଯୁଦ୍ଧ ପ୍ରଭାବ : ୨ ଦିନରେ ସେନସେକ୍ସ କମିଲା ୧୨୦୦ ପଏଣ୍ଟ

ମୁମ୍ବାଇ : ଭାରତ ପାକିସ୍ତାନ ଉତ୍ତେଜନାର ପ୍ରଭାବର ଷ୍ଟକ ବଜାର ଉପରେ ପଡ଼ିଛି । ଶୁକ୍ରବାର ବିଏସଇ ସେନସେକ୍ସ ଏବଂ ଏନଏସଇ ନିଫଟି ୫୦ ପ୍ରାରମ୍ଭିକ ସେସନରୁ ହିଁ ନିମ୍ନଗାମୀ ଧାରା ଦେଖିଥିଲା। ସନ୍ଧ୍ୟାରେ କାରବାର ବନ୍ଦ ହେବା ବେଳକୁ, ସେନସେକ୍ସ…

ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍‍ ଅଛି-ଆଇଓସିଏଲ୍‍

ନୂଆଦିଲ୍ଲୀ  : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ ପରାମର୍ଶ ଦିଆଯାଇଛି…

ବଢିଲା ପାରାଦୀପ ବନ୍ଦର ସୁରକ୍ଷା, କେନ୍ଦ୍ରାପଡା ଓ ହୀରାକୁଦରେ ବି କଟକଣା

ଭୁବନେଶ୍ବର : ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍‍ ବୁଲିବା ମନା ହୋଇଛି । ସେପଟେ କେନ୍ଦ୍ରାପଡା…

ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା…

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪…

ଜେଲ୍‌ରେ ରହିବ ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡ: ତିହାର ଜେଲ୍‌ ଢାଞ୍ଚାରେ ଲାଗିବ ଅଡିଓ ଟ୍ରାକର୍‌

ଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍‌ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍‌ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍‌ ଭଳି ରାଜ୍ୟର କେତେକ…