ସରଳ ଓ ତ୍ରୁଟିଶୂନ୍ୟ ହେବ ପରିବାର ପେନ୍‌ସନ୍ ନିୟମ

ଭୁବନେଶ୍ବର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକ ପରେ ଗୃହୀତ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…

ଓଡ଼ିଶାକୁ ଫେରିଲା ହିଟ୍‌ଓ୍ବେଭ୍‌: ମେ ୧୪ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି

ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪…

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ…

ସମୃଦ୍ଧ ଓଡ଼ିଶା ଗଠନ ଓ ବିକାଶ ପାଇଁ ମା’ ତାରାତାରିଣୀଙ୍କ ପୂଜାର୍ଚ୍ଚନା କରିଛି: ମୋହନ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦେବୀ ‘ମା ତାରାତାରିଣୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା…

ଲା​‌ହୋରରେ ପାକ୍ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ​‌

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଜବାବରେ ଭାରତର ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଆତଙ୍କିତ ହୋଇପଡ଼ିଛି। ବିଳିବିଳେଇ ହୋଇଉଠି ସେ ଭାରତର ଅନେକ ସୀମାବର୍ତ୍ତୀ ଅଞ୍ଚଳରେ ଗୁଳିବର୍ଷା କରିଛି। ତେବେ ଭାରତୀୟ ସେନାର ପ୍ରତିଜବାବରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡ଼ିଛି। ଭାରତ…

ପାକ୍‌ ଉପରେ ଉଚିତ କାର୍ଯ୍ୟାନୁଷ୍ଠାନ, ସର୍ବଦଳୀୟ ବୈଠକ ପରେ ଆଗାମୀ ଯୋଜନା ବିଷୟରେ କହିଲେ ଓଓ୍ବୈସି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗୁରୁବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସରକାର ରାଜନୈତିକ ଦଳଗୁଡ଼ିକୁ ‘ଅପରେସନ ସିନ୍ଦୂର’ ବିଷୟରେ ସୂଚନା ଦେଇଛନ୍ତି। ଏହି ବୈଠକ ପରେ ଅଲ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ-ମୁସ୍ଲିମିନ୍ର ଅଧ୍ୟକ୍ଷ ଅସଦୁଦ୍ଦୀନ ଓଓ୍ବୈସି…

ଲାହୋର ଛାଡ଼ିବାକୁ ଆମେରିକା ନାଗରିକଙ୍କୁ ନିର୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧସ୍ଵରୂପ ଭାରତର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନ ଉପରେ ପ୍ରଚଣ୍ଡ ଆକ୍ରମଣ ହୋଇଛି। ପାକିସ୍ତାନ ପ୍ରତିଆକ୍ରମଣ କରିବା ପରେ ଭାରତ ଏହାର କଡ଼ା ଜବାବ ଦେଇଛି। ୨ୟ ଦିନରେ ଭାରତ ପାକିସ୍ତାନର ରାଓ୍ବଲପିଣ୍ଡି…

ପାକିସ୍ତାନ ଟାର୍ଗେଟ୍‌ରେ ଭାରତର ଏହି ୧୫ ସହର, କେଉଁ ମୁହୂର୍ତ୍ତରେ ବି କରିପାରେ ଆକ୍ରମଣ

ନୂଆଦିଲ୍ଲୀ,୮ା୫: ଭାରତର ୧୫ଟି ସହରକୁ ପାକିସ୍ତାନ ଟାର୍ଗେଟ୍‌ କରିଛି। ଏନେଇ ଗୁରୁବାର ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଶତ୍ରୁଦେଶ ଟାର୍ଗେଟ କରିଛି। ଏଥିମଧ୍ୟରେ ଅବନ୍ତିପୁର, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରତାଲା, ଜଳନ୍ଧର,…

ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ

ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ ଦେଶୀୟ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନକୁ ସଠିକ ଆକ୍ରମଣ ପାଇଁ ମୁତୟନ କରିଥିଲା…

ହାଇଆଲର୍ଟ ଘୋଷଣା ପରେ ପାଦରେ ଚାଲିଚାଲି ଲୋକଙ୍କ ଭଲମନ୍ଦ ପଚାରି ବୁଝିଲା ପୁଲିସ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଆଗ୍ରାରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ସେନା ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ମକ୍ ଡ୍ରିଲ୍ ସିରିଜ୍ ଆରମ୍ଭ ହୋଇଯାଇଥିବା ବେଳେ ଜନସାଧାରଣଙ୍କୁ…