ଗୁଗଲ୍ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆଙ୍କ ଧର୍ମ କ’ଣ !
ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା।…
