ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍

ଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍‌ ଡ୍ରିଲ୍‌। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ…

ପାକିସ୍ତାନରେ କୌଣସି ଆତଙ୍କବାଦୀ ଶିବିର ନାହିଁ, ଆମେ ଆତଙ୍କବାଦୀଙ୍କ ବିରୋଧୀ: ପାକ୍ ମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଏୟାରଷ୍ଟ୍ରାଇକ୍ କରିଛି। ପହଲଗାମରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବା ପାଇଁ 'ଅପରେସନ୍ ସିନ୍ଦୂର' ଅଧୀନରେ ଏୟାରଷ୍ଟ୍ରାଇକ୍ କରିଛି ଭାରତ। ଏହା ପରେ ପାକିସ୍ତାନରେ ଆତଙ୍କ…

ଭାରତର ଆକ୍ରମଣରେ ଥରହର ପାକିସ୍ତାନ: ବଡ଼ ଧମକ ଦେଲେ ଶେହବାଜ ସରିଫ, ଡାକିଲେ ଜରୁରୀ ବୈଠକ

ଇସଲାମାବାଦ: ଭାରତୀୟ ବାୟୁସେନା ଗତକାଲି ବିଳମ୍ବିତ ରାତିରେ ‘ଅପରେସନ ସିନ୍ଦୂର’ ଅଧୀନରେ ପାକ୍ ଅଧିକୃତ କାଶ୍ମୀର ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଏୟାର ଷ୍ଟ୍ରାଇକ୍ କରିଛି। ମୁଜାଫରାବାଦ, କୋଟଲି, ଗୁଲପୁର, ବିମ୍ବର, ସିଆଲକୋଟ, ଚକ୍ ଅମ୍ରୁ, ମୁରିଦକେ ଏବଂ ବହାବଲପୁରରେ ଆତଙ୍କବାଦୀ ଲୁଚି…

ଆମେ ଜବାବ ଦେବୁ, କିନ୍ତୁ ସମୟ, ସ୍ଥାନ ଓ ଉପାୟ ଆମର ହେବ: ପାକ୍ ସେନା ମୁଖପାତ୍ର

ନୂଆଦିଲ୍ଲୀ: ଭାରତୀୟ ସେନା ପାକିସ୍ତାନ ଓ ପାକ୍ ଅଧିକୃତ କାଶ୍ମୀରରେ ୯ଟି ଟାର୍ଗେଟ ଆକ୍ରମଣ କରି ପହଲଗାଓଁ ଆତଙ୍କୀ ହମ୍ଲାର ପ୍ରତିଶୋଧ ନେଇଛି। ଭାରତୀୟ ସେନା ଦ୍ବାରା ଅଧ ରାତିରେ କରାଯାଇଥିବା ଏୟାରଷ୍ଟ୍ରାଇକ୍ରେ ଜୈଶ-ଏ-ମହମ୍ମଦ ଓ ଲସ୍କର-ଏ-ତୈବାର ଏକାଧିକ ଠିକଣା ଓ…

ବଢ଼ିଲା ସିବିଆଇ ନିର୍ଦେଶକ ପ୍ରବୀଣ ସୁଦ୍‌‌ଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ ଗୋଟିଏ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ମନୋନୟନ କମିଟିର ସୁପାରିଶ ଆଧାରରେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ ସୁଦଙ୍କ କାର୍ଯ୍ୟକାଳ ୨୪ ମଇ ପରେ ଆଉ ଗୋଟିଏ ବର୍ଷ ପାଇଁ ବୃଦ୍ଧିକୁ ଅନୁମୋଦନ…

‘ଅପରେସନ ସିନ୍ଦୁର’ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅପରେଶନ ସିନ୍ଦୁର ବିଷୟରେ ସୂଚନା ଦେଇଛନ୍ତି। ଏହି ଅପରେଶନ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ମିଳିତ କାର୍ଯ୍ୟ ଥିଲା, ଯେଉଁଥିରେ ପାକିସ୍ତାନ ଅଧୀନସ୍ଥ କାଶ୍ମୀରରେ…

ଅପରେସନ ସିନ୍ଦୂର ପରେ ଆସିଲା ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ଅପରେସନ ସିନ୍ଦୂର ପରେ ବୁଧବାର ପ୍ରଧାନମନ୍ତ୍ରୀ ମୋଦୀ ସିସିଏସ ବୈଠକରେ ଯୋଗ ଦେଇଥିଲେ। ଏହାପରେ ଏକ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବି ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ…

ଅପରେସନ ସିନ୍ଦୂର ଭାରତୀୟ ମୁଦ୍ରା ପାଇଁ ମହଙ୍ଗା

ମୁମ୍ବାଇ: ପହଲଗାମ ଆତଙ୍କବାଦୀ ଘଟଣା ପରେ ଶେଷରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆନୁଷ୍ଠାନିକ ପଦକ୍ଷେପ ଗ୍ରହଣ କରିଛି। ଭାରତୀୟ ସେନାର ଅପରେସନ ସିନ୍ଦୂର ପାକିସ୍ତାନକୁ ବଡ଼ ଝଟକା ଦେଇଛି। ଭାରତୀୟ ସଶସ୍ତ୍ର ବାହିନୀ ମଙ୍ଗଳବାର-ବୁଧବାର ଅଧରାତିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ…

ଅପରେସନ ସିନ୍ଦୂରକୁ ପ୍ରଶଂସା କଲା କଂଗ୍ରେସ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ 'ଅପରେସନ୍ ସିନ୍ଦୂର' ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଏହା ସହିତ, ଭାରତ ବୁଧବାର ସକାଳେ ଆମେରିକା, ରୁଷିଆ ଏବଂ ବ୍ରିଟେନ ସମେତ ଅନେକ ପ୍ରମୁଖ ଦେଶକୁ 'ଅପରେସନ୍ ସିନ୍ଦୂର'…

ଏୟାର ଷ୍ଟ୍ରାଇକ୍‌ରେ ମାସୁଦ ଅଜହର ପରିବାର ଶେଷ: ୧୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଭାରତ ପାକିସ୍ତାନକୁ ଏକ ଶକ୍ତ ଝଟକା ଦେଇଛି। ସେନା, ନୌସେନା ଏବଂ ବାୟୁସେନାର ମିଳିତ ଅପରେସନରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତ ଏହି ଅଭିଯାନର ନାମ ଅପରେସନ ସିନ୍ଦୂର ଦେଇଛି। ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ…