May 2025

ଟ୍ରମ୍ପଙ୍କ ହାତ ଛାଡ଼ିଲେ ମସ୍କ; ନିଜ ପଦରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ : ଟ୍ରମ୍ପ-ମସ୍କ ସମ୍ପର୍କରେ ଫାଟ। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନରୁ ଅଲଗା ହେବାର ଘୋଷଣା କରିଛନ୍ତି ଏଲନ୍ ମସ୍କ। ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ। ‘ଏକ୍ସ’ ଯୋଗେ ଏନେଇ ସୂଚନା ଦେଇଛନ୍ତି ନିଜେ ଏଲନ ମସ୍କ। ସେ…

ପାଟଣା ବିମାନବନ୍ଦରର ନୂଆ ସମନ୍ଵିତ ଟର୍ମିନାଲ କୋଠାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ପାଟନା : ସିକିମର ବିକାଶ ଯାତ୍ରା ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ପାଇଁ ପ୍ରଗତିର ଏକ ଆଦର୍ଶରେ ପରିଣତ ହୋଇଛି ଏବଂ ସଂସ୍କୃତି ଓ ଐତିହ୍ୟର ପ୍ରତୀକ ଭାବେ ଉଭା ହୋଇଛି। ଅଟଳ ସେତୁ ସହିତ ସିକିମ ଏବଂ ଦାର୍ଜିଲିଂ ମଧ୍ୟରେ ସଂଯୋଗରେ ମଧ୍ୟ…

ଚୁକ୍ତି ସ୍ୱାକ୍ଷରରେ ସୀମିତ, ସିଷ୍ଟମ ସମୟରେ ମିଳୁନାହିଁ – ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୯ା୫: ଭାରତର ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ ସିଂହ ପ୍ରମୁଖ ପ୍ରତିରକ୍ଷା କ୍ରୟ ପ୍ରକଳ୍ପରେ ବିଳମ୍ବ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇ ବାୟୁସେନା ମୁଖ୍ୟ କହିଛନ୍ତି, “ଅନେକ ଥର, ଆମେ ଚୁକ୍ତି ସ୍ୱାକ୍ଷର କରିବା…

‘ମଦ୍ୟପାନ ପରେ ଜଣେ ବ୍ୟକ୍ତି ପଶୁ ପାଲଟିଯାଏ’, ୭ ବର୍ଷର ଝିଅକୁ ବଳାତ୍କାର ମାମଲାରେ ପିତାଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୫: ଗୁରୁବାର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଯେ ମଦ୍ୟପାନ ପରେ ଜଣେ ବ୍ୟକ୍ତି ପଶୁ ହୋଇଯାଏ। ସୁପ୍ରିମକୋର୍ଟ ଜଣେ ହୃଦରୋଗ ବିଶେଷଜ୍ଞଙ୍କ ଆବେଦନ ଉପରେ ବିଚାର କରିବାକୁ ମନା କରିଦେଇଛନ୍ତି, ଯେଉଁଥିରେ ସେ ତାଙ୍କ ସାତ ବର୍ଷର…

ଅସହ୍ୟ ହେଲା ପାଠପଢ଼ା ଚାପ, ଜୀବନ ହାରିଲେ ଛାତ୍ରୀ

ବେଙ୍ଗାଲୁରୁ : ପାଠପଢ଼ାର ଚାପ ସହି ନ ପାରି ଜୀବନ ହାରିଛନ୍ତି ଜଣେ ୧୯ ବର୍ଷୀୟ ଛାତ୍ରୀ। ମାତ୍ର ୩ ଦିନ ତଳେ ଛାତ୍ରୀ ଜଣଙ୍କ ନିଜର ୧୯ତମ ଜନ୍ମ ଦିନ ପାଳିଥିଲେ। ହେଲେ ବୁଧବାର ଅପରାହ୍ନରେ ସେ ନିଜ ରୁମରେ…

ହତ୍ୟାକାଣ୍ଡକୁ ବିରୋଧ କରି କଂଗ୍ରେସ ଛାଡ଼ିଲେ ୨୦୦ ମୁସଲିମ ନେତା

ବେଙ୍ଗାଲୁରୁ : କର୍ଣ୍ଣାଟକା କଂଗ୍ରେସରେ ବଡ଼ ବିପର୍ଯ୍ୟୟ। ଏକା ଥରେ ଦଳ ଛାଡ଼ିଲେ ୨୦୦ରୁ ଅଧିକ ମୁସଲିମ ନେତା। କର୍ଣ୍ଣାଟକାର ଦକ୍ଷିଣ କନ୍ନଡରେ ଘଟିଥିବା ଗୋଟିଏ ହତ୍ୟାକାଣ୍ତ ବିରୋଧ କରି କଂଗ୍ରେସର ମୁସଲିମ ନେତାମାନେ ଏପରି ପଦକ୍ଷେପ ନେଇଛନ୍ତି। କର୍ଣ୍ଣାଟକାରେ କଂଗ୍ରେସ…

ଦମ୍ ଅଛି ତ ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା କର : ମମତା

କୋଲକାତା: ମୋଦୀଙ୍କ ଉପରେ ବର୍ଷିଲେ ମମତା । ପଶ୍ଚିମବଙ୍ଗ ସରକାରଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ କଟୁ ସମାଲୋଚନା ପରେ ତାତିଛନ୍ତି ଦିଦି । ପ୍ରେସମିଟ୍ କରି ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ ମୋଦୀଙ୍କୁ ପାଲଟା ଆକ୍ରମଣ କରିଛନ୍ତି ଆଉ ସିଧା ସିଧା…

ଟିଏମସି ଶାସନ ସମୟରେ ହଜାର ହଜାର ଶିକ୍ଷକଙ୍କ ଭବିଷ୍ୟତ ନଷ୍ଟ ହୋଇଥିଲା: ମୋଦୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମମତା ବାନାର୍ଜୀ ସରକାରଙ୍କୁ କଡ଼ା ଟାର୍ଗେଟ କରିଥିଲେ। ଆଲିପୁରଦ୍ୱାରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ମୁର୍ଶିଦାବାଦ ଏବଂ ମାଲଦାର କଥା ଉଠାଇ କହିଥିଲେ ଯେ ପଶ୍ଚିମବଙ୍ଗରେ…

ବନ୍ଦୀ ଜ୍ୟୋତିଙ୍କୁ ଭେଟିବା ପରେ କାନ୍ଦୁଛନ୍ତି ବାପା

ହିସାର: ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯିବାର ପ୍ରଥମ ଦିନରେ ବାପା ହରିଶ ମାଲହୋତ୍ରା ଝିଅକୁ ଭେଟିବାକୁ ଜେଲରେ ଯାଇ ପହଞ୍ଚିଥିଲେ। ଜ୍ୟୋତି ସେଣ୍ଟ୍ରାଲ ଜେଲର ବାରାକ ନମ୍ବର ୨ରେ ବନ୍ଦୀ ଅଛନ୍ତି।…

ଭୂମିକମ୍ପରେ ପୁଣି ଥରିଲା ପାକିସ୍ତାନ, ୩ ଦିନରେ ୨ ଥର ଦୋହଲିଗଲାଣି ଦେଶ

ଇସଲାମାବାଦ: ପୁଣି ପାକିସ୍ତାନରେ ଭୂମିକମ୍ପ । ଭୂକମ୍ପ ଝଟକାରେ ପୁଣି ଥରିଲା ପାକିସ୍ତାନ । ସନ୍ଧ୍ୟା ୬ଟା ୬ ମିନିଟରେ ପାକିସ୍ତାନରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୪ ରେକର୍ଡ । ଭୂମିକମ୍ପ ପରେ ଲୋକେ ଛାନିଆରେ…