ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି

ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି ।…

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ

ବାଲଶ୍ବର : ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ…

ଆସନ୍ତାକାଲି ମକ୍‌ଡ୍ରିଲ୍‌, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍‌

ଭୁବନେଶ୍ଵର: ରାଜ୍ୟରେ ମକ୍‌ଡ୍ରିଲ୍‌ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ,…

୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା…

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ…

‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ

ନୂଆଦିଲ୍ଲୀ: 'ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି…

ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍‌ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍‌ ଘଟଣା ପରେ ଅଟକ ଥିବା ଯୁବକଙ୍କୁ…

ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା…

ଦେଶବ୍ୟାପୀ ହେବ ମକ୍ ଡ୍ରିଲ୍: କ’ଣ କରିବେ ଓ କ’ଣ କରିବେନି, ୧୦ଟି ଜିନିଷ ଉପରେ ଧ୍ୟାନ ରଖନ୍ତୁ ନାଗରିକ

ଭୁବନେଶ୍ୱର, ୫ା୫: ମେ ୭ ତାରିଖରେ, ଭାରତ ୨୪୪ଟି ନିର୍ଦ୍ଦିଷ୍ଟ ଜିଲାରେ ଜାତୀୟ ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍ କରିବ। ଏହି ପଦକ୍ଷେପ ଏପ୍ରିଲ ୨୨ ପାହାଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ଆଶା ଏବଂ ଭାରତ-ପାକିସ୍ତାନ ସୀମାରେ ଉଚ୍ଚ ସୁରକ୍ଷା ସତର୍କତା ମଧ୍ୟରେ…

ଜାତିଗତ ଜନଗଣନା ଉପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ସରକାରଙ୍କ ଜାତିଗତ ଜନଗଣନା ନିଷ୍ପତ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ତେଲେଙ୍ଗାନା ମଡେଲକୁ ଗ୍ରହଣ କରିବା ସହିତ ଏହି ପ୍ରସଙ୍ଗରେ ଶୀଘ୍ର ସମସ୍ତ ରାଜନୈତିକ ଦଳ ସହିତ ଆଲୋଚନା କରିବାକୁ ଅନୁରୋଧ…