ପହଲଗାମ ପୀଡିତଙ୍କ ପାଇଁ ସମଗ୍ର ବିଶ୍ୱରେ ରାଲି ଓ ପ୍ରାର୍ଥନା ସଭା ଜାରି

ନୂଆଦିଲ୍ଲୀ : ପହଲଗାମ ଆତଙ୍କବାଦୀ ଆକ୍ରମଣର ପୀଡିତଙ୍କ ପ୍ରତି ସମର୍ଥନ ଜଣାଇବା ପାଇଁ ସମଗ୍ର ବିଶ୍ୱରେ ଭାରତୀୟ ସମୁଦାୟ ଶାନ୍ତିପୂର୍ଣ୍ଣ ରାଲି ଏବଂ ପ୍ରାର୍ଥନା ସଭା ଜାରି ରଖିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକାରେ ଜର୍ଜିଆର ଭାରତୀୟ ସମୁଦାୟ ଆଟଲାଣ୍ଟାରେ ଏକ ପ୍ରତିବାଦ ରାଲି…

ପିଏମ୍‌ ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୬।୫ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ସହିତ ଜଡିତ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ସରକାର ଯୋଗ୍ୟତା ସର୍ତ୍ତାବଳୀରେ ପରିବର୍ତ୍ତନ କରିଥିବାରୁ ଏବେ ଅଧିକ ଲୋକ ଏହି ଯୋଜନାର ଲାଭ ଉଠାଇପାରିବେ। ପୂର୍ବରୁ ଏହି ଯୋଜନାରେ ଆବେଦନ…

ଯୁଦ୍ଧ ପୂର୍ବରୁ ରାୱଲପିଣ୍ଡିରେ ଜରୁରୀକାଳୀନ ପରିସ୍ଥିତି

ଇସଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପ୍ରଥମେ ପାକିସ୍ତାନକୁ ହାତରେ ନମାରି ଭାତରେ ମାରିବାକୁ ଯୋଜନା କରିଛି। ଏନେଇ ଭାରତ ପକ୍ଷରୁ ଜମ୍ମୁ-କଶ୍ମୀରରେ ବଗଲିହାର ଏବଂ ସିୟାଲ ଡ୍ୟାମ୍‌ର ଗେଟ୍ ବନ୍ଦ…

ପାକିସ୍ତାନ ସେନା ଗାଡ଼ି ଉଡ଼ାଇଲା ବିଏଲଏ, ୧୦ ମୃତ

କ୍ବେଟା: ଗୋଟିଏ ପଟେ ପାକିସ୍ତାନ ଭାରତର ସମ୍ଭାବ୍ୟ ଆକ୍ରମଣକୁ ନେଇ ଆଶଙ୍କିତ ଥିବାବେଳେ ଅନ୍ୟପଟେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନ ସେନା ଉପରେ ଏକ ବଡ଼ ଆକ୍ରମଣ କରିଛନ୍ତି । ବିଏଲଏ ପକ୍ଷରୁ କ୍ୱେଟାର ମାର୍ଗତ ଅଞ୍ଚଳରେ ପାକ ସୈନିକ ଥିବା ଏକ…

ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ

ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଇତିହାସରେ ପ୍ରଥମ, ସାବରୀମାଳା ମନ୍ଦିର ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମେ’ ୧୯ ତାରିଖରେ କେରଳର ସାବରୀମାଳା ମନ୍ଦିରରେ ଭଗବାନ ଆୟପ୍ପାଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ଦେଶର ଇତିହାସରେ ସେ ହେଉଛନ୍ତି ପ୍ରଥମ ରାଷ୍ଟ୍ରପତି, ଯିଏ ସାବରୀମାଳା ମନ୍ଦିର ଯିବେ। ମନ୍ଦିର ପରିଚାଳନା ସଂସ୍ଥା ତ୍ରାଭଣକୋର…

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ…

ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ନିଯୁକ୍ତି ନେଇ ବୈଠକ ଆରମ୍ଭ ହୋଇଛି। ତିନି ଜଣିଆ ନିଯୁକ୍ତି କମିଟିର…

ମୁର୍ସିଦାବାଦ ହିଂସା ପାଇଁ ବିଏସଏଫ ଓ ବିଜେପିକୁ ଦାୟୀ କଲେ ମମତା

ଓ୍ବାକଫ୍ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ସିଦାବାଦରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ସିଭି ଆନନ୍ଦ ବୋ​‌ଷ ରିପୋର୍ଟ ଦେଇଛନ୍ତି। ତେବେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି…

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି

କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍‌ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭…