ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି ।   ୧୦ ଜଣିଆ କମିଟି ଗଠନ କରାଯାଇଛି ।  ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ ।  ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ,…

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ ନୁହେଁ’: ସ୍ପଷ୍ଟ କଲେ ଗଜପତି ମହାରାଜା

ପୁରୀ: ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ। ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି କହିଛନ୍ତି ଗତପତି ମହାରାଜା। ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି।…

ପାକିସ୍ତାନରେ ହେବ ଆବର୍ଜନାର ବନ୍ୟା!

ଜମ୍ମୁକଶ୍ମୀର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଚାରିପାଖରୁ ଘେରିଯିବାକୁ ପ୍ରସ୍ତୁତି ଜୋରସୋର କରିଛି। ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବା ପରେ ଭାରତସରକାର ପାକିସ୍ତାନରେ ଚେନାବ ନଦୀର ପାଣିକୁ ବନ୍ଦ କରିଦେଇଛନ୍ତି। ଜମ୍ମୁ କାଶ୍ମୀର ରାମବନ ଅଞ୍ଚଳରେ ଥିବା…

ବିଜେଡିର ନୂଆ ସଂଗଠନ ଗଠନ, ୧୫ ଉପସଭାପତି, ୨୦ ବରିଷ୍ଠ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ

ଭୁବନେଶ୍ଵର: ପ୍ରଥମ ଥର ନିର୍ବାଚନ ହାରି ବିରୋଧୀ ଦଳ ଆସନରେ ବସିଥିବା ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ…

ଭାରତର କୂଟନୈତିକ ଚାପ: ପରମାଣୁ ବୋମା ଧମକ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ: ଦୋଷ ଦୁର୍ବଳତା ଲୁଚାଇବାକୁ ମତିଗତି ଭୁଲି ଗଲାଣି ପାକିସ୍ତାନ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ କୂଟନୈତିକ ଚାପ ପକାଉଛି ଭାରତ । ସିନ୍ଧୁ ନଦୀ ଜଳଚୁକ୍ତି ରଦ୍ଦ କରିବା ସହ ସମସ୍ତ…

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି…

ବିଏସଏଫରେ ଯୋଡ଼ିହେବ ୧୬ ନୂଆ ବାଟାଲିଅନ, ସୃଷ୍ଟି ହେବ ୧୭ ହଜାର ପଦବୀ

ସୀମା ସୁରକ୍ଷା ବଳ (ବିଏସଏଫ)ରେ ଯୋଡ଼ି ହେବ ୧୬ ନୂଆ ବାଟାଲିଅନ। ଏଥିପାଇଁ ସୃଷ୍ଟି ହେବ ୧୭ ହଜାର ନୂଆ ପଦବୀ। ପାକିସ୍ତାନ ଏବଂ ବାଂଲାଦେଶ ପଟୁ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ବିଏସଏଫ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି…

ସବୁ ଜଗନ୍ନାଥ ମନ୍ଦିର ପାଇଁ ତିଆରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ…

ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଲା ରୁଷ

ପହଲଗାଓଁ ଆକ୍ରମଣ ପରେ ବିଭିନ୍ନ ରାଷ୍ଟ୍ର ଭାରତକୁ ମାପିଚୁପି ନିଜର ସମର୍ଥନ ଜଣାଉଛନ୍ତି। କିନ୍ତୁ ଏହି ସମୟରେ ଭାରତର ପ୍ରକୃତ ବନ୍ଧୁ ରୁଷ ଖୋଲାଖୋଲି ସମର୍ଥନ ଜଣାଇଛି। ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ…

ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ

ଭୁବନେଶ୍ୱର : ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ। ଏହା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଜନ ଗଣନା ସରିବା ଯାଏ ଏ ପ୍ରକ୍ରିୟାରେ ଲାଗିବ ରୋକ । ଜୁଲାଇରେ…