ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ 'ଶୀତଳଷଷ୍ଠୀ ଯାତ୍ରା' ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା…
