ଗଙ୍ଗା ଏକ୍ସପ୍ରେସ ୱେରେ ଗର୍ଜନ ଛାଡ଼ିଲେ ଲଢୁଆ ବିମାନ, ପାକିସ୍ତାନ ଛାନିଆ
ଲକ୍ଷ୍ନୌ: ଭାରତରେ ଗର୍ଜିଲା ବିମାନ, ଲଢୁଆ ବିମାନର ଗର୍ଜନ ଶୁଣି ଥରହର ହେଲାଣି ପାକିସ୍ତାନ । ଆକାଶରେ ଦମ୍ ଦେଖାଇଛନ୍ତି ଭାରତୀୟ ଲଢୁଆ ବିମାନ । ଉତ୍ତରପ୍ରଦେଶ ଶାହଜାହାନପୁରରେ ଶକ୍ତିପ୍ରଦର୍ଶନ କରିଛନ୍ତି ଭାରତୀୟ ବିମାନ । ଗଙ୍ଗା ଏକ୍ସପ୍ରେସ ୱେରେ ରାଫେଲ,…
