ସଂରକ୍ଷଣ ସୀମା ୬୮%କୁ ବଢାଇବାକୁ ଖଡଗେଙ୍କ ଦାବି

ବେଙ୍ଗାଲୁରୁ: ଜାତି ଜନଗଣନାକୁ ନେଇ ଦେଶର ରାଜନୀତି ପୁଣି ଉଷ୍ମ ହୋଇଛି। କର୍ଣ୍ଣାଟକର ହୁବଲିରୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବେ ସଂରକ୍ଷଣ ଉପରେ ସିଧାସଳଖ ବାଜି ମାରିଛନ୍ତି। ସେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି ଯେ ସଂରକ୍ଷଣ ସୀମା…

ପାଣିପାଗ: ମେ ୭ ଯାଏଁ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ…

ରାଜ୍ୟପାଳଙ୍କୁ ଭେଟି ‘ମାଇଁ ଷ୍ଟାମ୍ପ’ ପ୍ରଦାନ କଲେ ଓଡ଼ିଶା ମଣ୍ଡଳ ମୁଖ୍ୟ ମହାଡ଼ାକପାଳ

ଭୁବନେଶ୍ବର: ଓଡ଼ିଶା ମଣ୍ଡଳର ମୁଖ୍ୟ ମହାଡାକପାଳ ନିର୍ମଳଜିତ ସିଂହ (ଆଇପିଓଏସ୍ ୧୯୯୭) ଏବଂ ଡାକ ସେବା ନିର୍ଦ୍ଦେଶକ ଅମିତ କୁମାର ଝା, (ଆଇପିଓଏସ୍ ୨୦୧୫) ଆଜି ରାଜଭବନଠାରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଗସ୍ତ ସମୟରେ…

UPSC ୨୦୨୪ ଟପର ଶକ୍ତି ଦୁବେଙ୍କ ମାର୍କସିଟ ଭାଇରାଲ୍

ପ୍ରୟାଗରାଜ, ୧।୫: ସଂଘ ଲୋକସେବା ଆୟୋଗ (UPSC) ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ର ଫଳାଫଳ ଗତ ଏପ୍ରିଲ ୨୨, ୨୦୨୫ରେ ପ୍ରକାଶ ପାଇଥିଲା, ଯେଉଁଥିରେ ଉତ୍ତରପ୍ରଦେଶର ପ୍ରୟାଗରାଜର ଶକ୍ତି ଦୁବେ ଅଲ ଇଣ୍ଡିଆ ର‍୍ୟାଙ୍କ (AIR) ୧ ହାସଲ କରି ଟପର…

ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା…

ମନ୍ଦିର କାନ୍ଥ ତଳେ ଚାପି ହୋଇ ୮ ମୃତ

ଅମରାବତି: ଆନ୍ଧ୍ରପ୍ରଦେଶର ସୀମାଞ୍ଚଳସ୍ଥିତ ଶ୍ରୀ ବରାହ ଲକ୍ଷ୍ମୀ ନରସିଂହ ସ୍ବାମୀ ମନ୍ଦିର ପରିସରରେ ଥିବା ଏକ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତା’ ତଳେ ଚାପ ହୋଇ ୮ଜଣଙ୍କ ଜୀବନ ଯାଇଛି। ମନ୍ଦିରରେ ଚନ୍ଦନ ମହୋତ୍ସବ ଆୟୋଜିତ ହୋଇଥିବା ବେଳେ ଠାକୁରଙ୍କୁ ଦର୍ଶନ…

ଆମେରିକାର ନୂଆଦିଲ୍ଲୀ ସହିତ ବଡ଼ ସାମରିକ ଚୁକ୍ତି

ନୂଆଦିଲ୍ଲୀ/ୱାଶିଂଟନ: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ମଧ୍ୟରେ, ଆମେରିକା ନୂଆଦିଲ୍ଲୀ ସହିତ ଏକ ବଡ଼ ସାମରିକ ଚୁକ୍ତି କରିଛି। ଆମେରିକା ଭାରତକୁ ୧୩୧ ନିୟୁତ ଆମେରିକୀୟ ଡଲାର ମୂଲ୍ୟର ଗୁରୁତ୍ୱପୂର୍ଣ୍ଣ ସାମରିକ ହାର୍ଡୱେୟାର…

ୟୁକ୍ରେନ ଯୁଦ୍ଧ ମଧ୍ୟରେ ରୁଷ-ଉତ୍ତର କୋରିଆ ଚୁକ୍ତି

ସିଓଲ: ୟୁକ୍ରେନ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ, ରୁଷ ଏବଂ ଉତ୍ତର କୋରିଆ ମଧ୍ୟରେ ଏକ ବଡ଼ ଚୁକ୍ତି ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ…

ଆତଙ୍କବାଦୀଙ୍କୁ ଅମିତ ଶାହଙ୍କ କଡ଼ା ଚେତାବନୀ, କହିଲେ- ‘ଖୋଜି ଖୋଜି ମାରିବୁ’

ନୂଆଦିଲ୍ଲୀ,୧।୫: ପହଲଗାମ୍ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆତଙ୍କବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି। ପ୍ରତିଟି ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବାକୁ ସେ ଜୋର ଦେଇଛନ୍ତି। ଅମିତ ଶାହ କହିଛନ୍ତି, “…ଯଦି କେହି କାପୁରୁଷ ଭଳି ଆକ୍ରମଣ କରି…

ପହଲଗାଓଁରେ ଏନଆଇଏ ଡିଜି, ଆକ୍ରମଣର ୨ ଦିନ ପୂର୍ବରୁ ରେକି କରିଥିଲେ ଆତଙ୍କୀ

ଶ୍ରୀନଗର : ପହଲଗାଓଁ ଆକ୍ରମଣର ୯ ଦିନ ପରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ମହାନିର୍ଦେଶକ(ଡିଜି) ସଦାନନ୍ଦ ହୋତେ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ଅଧିକାରୀମାନେ ବର୍ତ୍ତମାନ ପର୍ଯ୍ୟନ୍ତ ଯହା ସବୁ ତଦନ୍ତ କରିଛନ୍ତି, ତାହାର ଅଗ୍ରଗତି ଯାଞ୍ଚ କରିବା ସହିତ ସମୀକ୍ଷା…