ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା: କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। ଏନେଇ ପୂର୍ବରୁ ସୂଚନା ପ୍ରଦାନ କରାଯାଇଥିଲା। ପର୍ଯ୍ୟଟକଙ୍କ…

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ…

ପ୍ରଭାସିନୀ ଓ ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ…

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର…

ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ କଂଗ୍ରସ ଓ ବିଜେଡି ଉଭୟ ଶ୍ରେୟ ନେବା ଲାଗି ଦାବି କରୁଛନ୍ତି

ଭୁବନେଶ୍ବର : ମୋଦି କ୍ୟାବିନେଟରେ ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ ଏବେ ଆରମ୍ଭ ହୋଇଯାଇଛି ଶ୍ରେୟ ରାଜନୀତି । ରାଜ୍ୟ କଂଗ୍ରେସ କହୁଛି ଜାତିଭିତ୍ତିକ ଜନଗଣନା ପାଇଁ ରାହୁଲ ଗାନ୍ଧି ଦୀର୍ଘ ବର୍ଷ ହେବ ଦାବି କରି ଆସୁଥିଲେ…

କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ

କଟକ : ଭୁବନେଶ୍ଵରରୁ ଆରମ୍ଭ ହେଉଥିବା ମେଟ୍ରୋ​ ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ । ପୂର୍ବରୁ ଏହି ପ୍ରକଳ୍ପ ଭୁବନେଶ୍ଵରର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ ଲମ୍ବିବାର ଯୋଜନା ଥିଲା । କିନ୍ତୁ ଏଥିରେ ପରିବର୍ତ୍ତନ…

ଭାରତରେ ଥିବା ପାକିସ୍ତାନୀ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି: ଖୋଲିଲା ଅଟ୍ଟାରୀ ସୀମା

ପହଲଗାମ୍‌: ଜମ୍ମୁ-କଶ୍ମୀରର 'ମିନି ସ୍ୱିଜରଲ୍ୟାଣ୍ଡ' ଭାବରେ ପରିଚିତ ପର୍ଯ୍ୟଟନସ୍ଥଳୀ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ପରେ ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଲାଗିରହିଛି। ଭାରତ ଛାଡିବା ପାଇଁ ସମୟ ସୀମା ପୂର୍ବରୁ ପାକିସ୍ତାନୀ ନାଗରିକମାନେ ଅମୃତସରର ୱାଘା-ଅଟାରୀ…

ପାକିସ୍ତାନ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ଦରକାର: ଆମେରିକା

ନୂଆଦିଲ୍ଲୀ : ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ସହିତ ପାକିସ୍ତାନ ବି ଏହାକୁ ନିନ୍ଦା କରିବା ଦରକାର ବୋଲି କହିଛନ୍ତି। ରୁବିଓ ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ପାକିସ୍ତାନ…

‘ପହଲଗାଓଁ’ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ‘ପହଲଗାଓଁ’ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ପହଲଗାଓଁ ଆକ୍ରମଣ ଘଟଣାରେ ଏକ ଏସଆଇଟି ଗଠନ କରି ନିରପେକ୍ଷ ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହାର ଶୁଣାଣି ଗୁରୁବାର କରାଯିବା ନେଇ ଦିନ ଧାର୍ଯ୍ୟ…

ଭାରତ ପାକିସ୍ତାନ ଉପରେ ଆକ୍ରମଣ କଲେ ବାଙ୍ଗଲାଦେଶ ଭାରତ ସହ ଯୁଦ୍ଧ କରିବ

ଢାକା, ୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ତୀବ୍ର ହୋଇଥିବା ଉତ୍ତେଜନା ମଧ୍ୟରେ ବାଂଲାଦେଶର ଜଣେ ଅବସରପ୍ରାପ୍ତ ମେଜର ଜେନେରାଲ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ…