ଦୁଇଥର ଅସ୍ତ୍ରବିରତି ପାଇଁ ଭାରତ ସହ ସମ୍ପର୍କ କରିଥିଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅପରେସନ ସିନ୍ଦୂର ଜରିଆରେ ଆତଙ୍କବାଦୀଙ୍କ ଉପରେ ଶକ୍ତିଶାଳୀ ଆକ୍ରମଣ କରି ପ୍ରତିଶୋଧ ନେଇଥିଲା। ଏହି ଆକ୍ରମଣ ପରେ ପାକିସ୍ତାନ କ୍ରମାଗତ ଭାବେ ଅସ୍ତ୍ରବିରତି ଉଲ୍ଲଘଂନ କରି ଚାଲିଥିଲା। ଏହାର ବି କଡ଼ା ଜବାବ…

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର :  ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି ।…

ମଣିପୁରରେ ପୁଣି ବୀରେନ ସିଂ ସରକାର ସମ୍ଭାବନା !

ଇମ୍ପାଲ : ମଣିପୁର ରାଜନୀତିରେ ପୁଣି ଥରେ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ବିଜେପି ବିଧାୟକମାନଙ୍କ ଏକ ୧୦ ଜଣିଆ ପ୍ରତିନିଧି ଦଳ ଆଜି ମଣିପୁରର ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି।…

ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ, ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ

ଭୁବନେଶ୍ୱର : ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରି ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି…

ଅନଲାଇନ୍ ବେଟିଂ ଜରିଆରେ ୧ କୋଟିରୁ ଅଧିକ ଠକେଇ, ୨ ଗିରଫ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ଏକ ଅନଲାଇନ୍ ବେଟିଂ ରାକେଟର ପର୍ଦ୍ଦାଫାସ କରିଛି। ଏଥିରେ ଦୁଇଜଣ ବ୍ୟକ୍ତି ଯାଜପୁରର ଜଣେ ବାସିନ୍ଦାଙ୍କ ଠାରୁ ୧.୦୮ କୋଟି ଟଙ୍କା ଠକି ନେଇଥିଲେ। ଗିରଫ ୨ ବ୍ୟକ୍ତି ହେଲେ ପଶ୍ଚିମବଙ୍ଗର କଣ୍ଟାଇର ରାୟପୁର ପଶିମ୍ବର୍ହରର…

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୬୯ ଟଙ୍କା କୁ ବୃଦ୍ଧି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ଚାଷୀମାନଙ୍କ ଲାଭ ସରକାର ଅନେକ ଫସଲର ଏମଏସପି ବୃଦ୍ଧି କରିଛନ୍ତି । ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ…

ପୁଞ୍ଜିଲାଲ ଲେଖିଥିବା ଚିଠି ଦେଖାଇଲା ବାଟ : ଅରୁଣ ବୋଥ୍ରା

ପାଟଣାଗଡ଼ : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ପୁଞ୍ଜିଲାଲଙ୍କୁ ଗିରଫ କରିଥିଲେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ।  ୨୦୧୮ ଫେବ୍ରୁଆରୀ ୨୩ ତାରିଖରେ ବୋମା ବିସ୍ଫୋରଣ ହୋଇଥିଲା ।  ଅନେକ ଦିନ ଯାଏଁ ଘଟଣାରେ କେହି ଗିରଫ ହୋଇ…

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କୋଭିଡ୍‌ ରିପୋର୍ଟ ଆସିଲେ RTPCR କରିବୁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

ମହିଳା ଡାକ୍ତରଙ୍କ ସମେତ ୭ଜଣ କରୋନା ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସମ୍ପ୍ରତି ମିଳିଥିବା ସୂଚନା ଅନୁଯାୟୀ ବିହାରରେ ୭ଜଣ ଲୋକ କରୋନା ସଂକ୍ରମିତ ହୋଇଥିବା ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରେ ଏମ୍ସର ମହିଳା ଡାକ୍ତର ବି ସାମିଲ ଅଛନ୍ତି। ସଂକ୍ରମିତ…

ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ, ଭୁବନେଶ୍ୱରରୁ ୪ ଖୋର୍ଦ୍ଧାରୁ ଜଣେ

କାୟା ବିସ୍ତାର କଲାଣି କରୋନା । ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ । ଯାହା ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା । ଚିହ୍ନଟ କରୋନା ରୋଗୀଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ଵରର ହୋଇଥିବା ବେଳେ…