ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର…

ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି। କେରଳ…

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି।…

ପାକ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ ବ୍ୟାନ୍ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଯାଉଛି ।  ଏହି ସମୟରେ ଭାରତ ପାକିସ୍ତାନ ଉପରେ ବିଭିନ୍ନ ପ୍ରକାର ଆକ୍ସନ ନେଉଛି ।  ବର୍ତମାନ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ…

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ…

ଯୁଦ୍ଧ ଆଶଙ୍କାରେ ଖାଦ୍ୟ, ପାଣି ମହଜୁଦ କରିବାକୁ ଲୋକଙ୍କୁ କହିଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ସମ୍ପୂର୍ଣ୍ଣ ନିଶ୍ଚିତ ହୋଇଯାଇଛି ଯେ ଭାରତ ନିଶ୍ଚିତ ଭାବରେ ତାଙ୍କ ଉପରେ ଆକ୍ରମଣ କରିବ। ତେଣୁ, ଭାରତୀୟ ସେନାର ଆକ୍ରମଣର ସମ୍ମୁଖୀନ ହେବା ପାଇଁ ପାକିସ୍ତାନ ପ୍ରତ୍ୟେକ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି…

ଇମ୍ରାନଙ୍କୁ ସାହାଯ୍ୟ ମାଗିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନର ବର୍ତ୍ତମାନର ପରିସ୍ଥିତି ରାଜନୈତିକ ସମୀକରଣରେ ଏକ ନାଟକୀୟ ପରିବର୍ତ୍ତନ ଆଡ଼କୁ ଇଙ୍ଗିତ କରୁଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହିତ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ଭାବ୍ୟ ସାମରିକ ଜବାବ ମଧ୍ୟରେ, ପାକ୍ ସେନା ମୁଖ୍ୟ ଅସୀମ ମୁନିର…

ଜଗତପୁରରେ ଚାଲିଛି ନକଲି ଓ୍ବାସିଂ ପାଉଡର କାରଖାନା ; ଓ୍ବାସିଂ ପାଉଡର, ଲେବଲ ଷ୍ଟିକର ଜବତ

କଟକ: କଟକ ଜଗତପୁରରେ ନକଲି ୱାସିଂ ପାଉଡର କାରଖାନା ଠାବ । ଅପମିଶ୍ରଣ ସହ ବ୍ରାଣ୍ଡେଡ୍ କଂପାନୀ ନାଁରେ ତିଆରି କରି ବିକାଯାଉଥିଲା । ଜଗତପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢାଉ କରିଥିଲା । ଜଗତପୁର ଅଣ୍ଢେଇ ସାହିରେ…

କିଟ୍ ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଲେ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ରାତିରେ କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଘଟଣାରେ…