ଏସବୁ ଜିଲାରେ ବର୍ଷିବ ; ୨ ଦିନ ପରେ ପୁଣି ଫେରିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା କାରଣରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳବୈଶାଖୀ ବର୍ଷା ପାଇଁ ବୁଧବାର ପାଇଁ ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆଜି…

ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସୁଦର୍ଶନ ପଟ୍ଟନାୟକ ଉକ୍ତ ଚିଠିରେ ଲେଖିଛନ୍ତି,…

ଅସ୍ତ୍ର ଛାଡ଼ି ସରଳ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଲେ ୧୪ ଜଣ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡେମ ପୁଲିସ ନିକଟରେ ୧୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ ଏସିଏମ ରାଙ୍କର ହୋଇଥିବା ବେଳେ ୪ ଜଣ ପାର୍ଟି ମେମ୍ବର, ୩ ଜଣ ଆରପିସି ମିଲିସିଆ, ଜଣେ…

ମକ୍‌ ଡ୍ରିଲ୍‌ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମରେ ଗତମାସ ୨୨ ତାରିଖରେ ଘଟିଥିବା ଆତଙ୍କବାଦୀଙ୍କ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ଉଭୟ ଦେଶ ମଧ୍ୟରେ ସଂପର୍କ ସଂପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଥିବା ବେଳେ ଅନେକ…

ନକ୍ସଲଙ୍କ ଟାର୍ଗେଟରେ ଗ୍ରାମବାସୀ: ପୁଣି ଜଣଙ୍କୁ ହତ୍ୟା

ମାଲକାନଗିରି: ସୀମାନ୍ତ ସୁକମା ଜିଲ୍ଲାର ଜଗରଗୁଣ୍ଡା ଥାନା ଅଂଚଳରେ ଗତକାଲି ଜଣେ ଗ୍ରାମବାସୀକୁ ନକ୍ସଲ ତଣ୍ଟି ଚିପି ହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ ସୋମବାର ଅପରାହ୍ନ ୩ଟା ବେଳେ ସାଧା ପୋଷାକରେ ତାରଲାଗୁଡା ପଞ୍ଚାୟତର ବେନପାଲ୍ଲୀ ଗ୍ରାମରେ ପହଞ୍ଚିଥିଲେ। ତାରଲାଗୁଡା ପଞ୍ଚାୟତର…

ବଜାରରେ ମିଳୁଛି ନକଲି କ୍ଷୀର: ହୋଇଯାଆନ୍ତୁ ସାବଧାନ

ଜଗତସିଂହପୁର,୬।୫: ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବଡ଼ ଧରଣର ଚଢାଉ କରାଯାଇଛି। ଜିଲା ପ୍ରଶାସନର ୫ ଜଣିଆ ଟିମ୍‌ ଚଢ଼ାଉ କରି ବାଲିସାହି ଅଞ୍ଚଳରୁ ଏକ ନକଲି କ୍ଷୀର ଗୋଦାମ ଠାବ କରିଛି। ଗୋଦାମରୁ ଅପମିଶ୍ରିତ କ୍ଷୀର ସହ…

ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି

ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି ।…

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ

ବାଲଶ୍ବର : ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ…

ଆସନ୍ତାକାଲି ମକ୍‌ଡ୍ରିଲ୍‌, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍‌

ଭୁବନେଶ୍ଵର: ରାଜ୍ୟରେ ମକ୍‌ଡ୍ରିଲ୍‌ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ,…

୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା…