କଳାହାଣ୍ଡି ଜିଲ୍ଲାର ୩୦ ପଞ୍ଚାୟତରେ ହାଇସ୍କୁଲ ନାହିଁ: ଗରିବ ମେଧାବୀ ପିଲା ପାଠପଢ଼ାରୁ ବଞ୍ଚିତ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ୩୦ଟି ପଞ୍ଚାୟତରେ ହାଇସ୍କୁଲ ନାହିଁ। ଫଳରେ ଏହି ସବୁ ପଞ୍ଚାୟତର ଛାତ୍ରଛାତ୍ରୀ ଅନ୍ୟ ପଞ୍ଚାୟତକୁ ପାଠ ପଢ଼ିବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ବହୁ ଗରିବ ମେଧାବୀ ଛାତ୍ରଛାତ୍ରୀ ପାଠପଢ଼ାରୁ ବଞ୍ଚିତ ହେଉଥିବା ଲକ୍ଷ୍ୟ କରାଯାଇଛି। ପ୍ରକାଶ ଯେ, କଳାହାଣ୍ଡି…