କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି। ସେହି…

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ…

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ ନେପାଳର ବିଟେକ୍‌…

ଦଶନ୍ଧି ପରେ ବଦଳିଲା ଗୁଗଲ୍‌ ଲୋଗୋ

ବଦଳିଲା ଗୁଗଲ୍‌ ଲୋଗୋ। ଦୀର୍ଘ ୧୦ ବର୍ଷ ପରେ ପ୍ରଥମ ଥର ପାଇଁ ଗୁଗଲ୍‌ ଏହାର ପ୍ରତିଷ୍ଠିତ ‘G’ ଲୋଗୋରେ ପରିବର୍ତ୍ତନ କରିଛି। ବର୍ଷ ୨୦୧୫ ପରେ ଏହା ପ୍ରଥମ ବଡ଼ ଭିଜୁଆଲ ପରିବର୍ତ୍ତନ। ଏପର୍ଯ୍ୟନ୍ତ ଲୋଗୋରେ ସଲିଡ୍‌ ଲାଲ, ହଳଦିଆ,…

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

ଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ ।  ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ ।  ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି…

ଅପରେସନ ‘ସିନ୍ଦୂର’ ପରେ ୧୫ ଲକ୍ଷ ସାଇବର ଆଟାକ କଲେଣି ପାକିସ୍ତାନୀ ହ୍ୟାକର୍ସ

ପହଲଗାଓଁ ଆକ୍ରମଣ ପରେ ଆତଙ୍କବାଦୀଙ୍କ ବିରୋଧରେ ଭାରତ ଆରମ୍ଭ କରିଥିବା ଅପରେସନ ‘ସିନ୍ଦୂର’ ପାକିସ୍ତାନ ସରକାରଙ୍କ ନିଦ ହଜାଇ ଦେଇଛି। ଅସ୍ତ୍ର ଯୁଦ୍ଧରେ ପାକିସ୍ତାନ ଭାରତକୁ ପରାସ୍ତ କରିବାରେ ବିଫଳ ହୋଇଛି। ତେଣୁ ଭାରତକୁ ଦୁର୍ବଳ କରିବା ଲାଗି ପାକିସ୍ତାନ ବର୍ତ୍ତମାନ…

ନିଖୋଜ କୃଷି ବୈଜ୍ଞାନିକଙ୍କ ମୃତଦେହ ନଦୀରୁ ଉଦ୍ଧାର, ୨୦୨୨ ମସିହାରେ ପାଇଥିଲେ ପଦ୍ମଶ୍ରୀ ପୁରସ୍କାର

ପୂର୍ବତନ କୃଷି ବୈଜ୍ଞାନିକ ତଥା ପଦ୍ମଶ୍ରୀ ବିଜେତା ଡ.ସୁବନ୍ନା ଆୟାପ୍ପନ ମୃତଦେହ ନଦୀରୁ ଉଦ୍ଧାର । ଗତ ୬ ଦିନ ହେଲାଣି ବୈଜ୍ଞାନିକ ଜଣକ ନିଖୋଜ ରହିଥିଲେ । କର୍ଣ୍ଣାଟକର ଶ୍ରୀରଙ୍ଗପାଟଣାରେ ଥିବା ସାଇ ଆଶ୍ରମ ନିକଟ କାବେରୀ ନଦୀ କୂଳରୁ ପୋଲିସ…

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ, ଶାଶୁ ଗୁରୁତର

ବାଂଶପାଳ :  ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ।  ମାଆ ଲୁଗା ଶୁଖାଉଥିବା ବେଳେ ଅଘଟଣ ।  ବୋହୂ ଓ ନାତିକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର ।  କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗାଁର…

ପ୍ରଧାନ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ବିଆର ଗବଇ

ନୂଆଦିଲ୍ଲୀ: ଆସନ୍ତାକାଲି ଶପଥ ଗ୍ରହଣ କରିବେ ଦେଶର ନୂତନ ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବାଇ ତଥ‌ା ବିଆର ଗବାଇ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ। ସେ ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ। ଏହା ପୂର୍ବରୁ…