ସମାଜ କଲ୍ୟାଣ ବୋର୍ଡକୁ କ୍ରିୟାଶୀଳ କରିବେ ସରକାର
ଭୁବନେଶ୍ବର : ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ ରାଜ୍ୟ…