ସ୍ଥିତି ମୁକାବିଲା ପାଇଁ ସରକାର ପ୍ରସ୍ତୁତ, କୋଭିଡକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ

ଭୁବନେଶ୍ବର : ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ…

‘ଦୁର୍ଗମ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରନ୍ତୁ ସଚିବ’: ପିଏମ୍‌ ଜନମନ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ(ପିଏମ୍‌ ଜନମନ) କାର୍ଯ୍ୟକାରୀ ହେଉଛି। ଯୋଜନା କାର୍ଯ୍ୟକାରୀ ହେଉଥିବା ପ୍ର‌ତ୍ୟେକ ଦୁର୍ଗମ ଅଞ୍ଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ବର: ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଗୁରୁବାର ସକାଳେ ମୃତଦେହ ଉଦ୍ଧାର ହୋଇଛି । ଏନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତ ଯୁବକଙ୍କ ନାଁ ସନାତନ ରାଉତ। ମୃତକଙ୍କ ଘର ଭୀମଟାଙ୍ଗି ସ୍ଥିତ ଖଣ୍ଡୁଆଳ ସାହିରେ ବୋଲି…

ମାଲକାନଗିରିର ଦୁଇ ଆଇନଜୀବି ସମ୍ବର୍ଦ୍ଧିତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆଜି ଦ୍ବିପହରରେ ଜଂଗଲରୁ ସମସ୍ତ ୨୭ଟି ଶବ ପହଞ୍ଚିଥିଲା। ଏହା ପରେ ପୁଲିସ ବିଭାଗର ଡିଜିପି ସମେତ ସମସ୍ତ ଉଚ୍ଚ ପଦାଧିକାରୀ ପହଞ୍ଚିଥିଲେ। ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ଡିଜିପି…

ନିୟମଗିରି ପାହାଡ଼ରେ ହାତୀପଲ; ଲୋକେ ଭୟଭୀତ, ବନ ବିଭାଗ ନାକେଦମ

କଲ୍ୟାଣସିଂହପୁର: ଦିନକୁ ଦିନ ନିୟମଗିରି ଅଞ୍ଚଳରେ ହାତୀ ଆତଙ୍କ ସୃଷ୍ଟି କରିଥିବାରୁ ଲୋକେ ଭୟଭୀତ ରହିଛନ୍ତି। ଜଙ୍ଗଲ ନଷ୍ଟ, ପୋଡୁ ଚାଷ ଓ ବନବିଭାଗର ସଚେତନାର ଅଭାବ ଯୋଗୁଁ ବନ୍ୟଜନ୍ତୁ ଜଙ୍ଗଲରେ ରହିବା ବଦଳରେ ଗାଁ ମୁହାଁ ହୋଇ ଫସଲ ନଷ୍ଟ…

ସୁଧାକର ବୁର୍ଗି ଓଏସଏସସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ଵର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି)କୁ ମିଳିଲା ନୂଆ ଅଧ୍ୟକ୍ଷ। ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର…

ଭୁବନେଶ୍ୱରରେ କରୋନା: ସାବଧାନ, ଏହି ବ୍ଲଡଗ୍ରୁପର ଲୋକଙ୍କୁ ହୋଇପାରେ ସଂକ୍ରମଣ !

ଭୁବନେଶ୍ୱର, ୨୨।୫: ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ସତର୍କ ସୂଚନା ଜାରି କରିଛି। ତେବେ ନିକଟରେ ଏକ ସାମ୍ପ୍ରତିକ ଅନୁସନ୍ଧାନରେ ଜଣାପଡିଛି ଯେ, A, B ଏବଂ…

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ।…

ଏସ୍‌ସିଏସ୍‌ଟିଙ୍କ ଜମି କିଣିବେ ସରକାର, ଗଠନ ହେବ କର୍ପସ୍ ଫଣ୍ଡ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିର ସୁରକ୍ଷା ପାଇଁ ଏକ ନୂଆ ପଦକ୍ଷେପ ନେଇଛନ୍ତି। ସରକାରଙ୍କ ନୂଆ ଯୋଜନା ଅନୁସାରେ ଆଦିବାସୀଙ୍କ ଜମି ଉପରେ ପ୍ରଭାବଶାଳୀ ବ୍ୟକ୍ତିମାନେ ନଜର ପକାଇପାରିବେ ନାହିଁ। ସେହିପରି ଧନୀ ଲୋକ ଆଉ…

ଚାକିରି କରିଥିବା ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ପର୍ଯ୍ୟନ୍ତ ବଢ଼ିଲା

କଟକ: ଚାକିରି କରିଥିବା ଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି, ୨୦୨୫ପାଇଁ ଅନଲାଇନ୍ ପଞ୍ଜୀକରଣକୁ ୨୭ ମେ’ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା ପ୍ରକାଶ ପାଇଛି। ସ୍ୱତନ୍ତ୍ର ଓଡ଼ିଶା…