ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ପୁରୀ :  ସୁଦୃଢ ହେବ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା ।  ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ…

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ଷ୍ଟାଇପେଣ୍ଡ ସହ ନିଯୁକ୍ତି ଭିତ୍ତିକ ତାଲିମର ସୁଯୋଗ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ଏସସି/ଏସଟି ବର୍ଗର ଚାକିରି ଆଶାୟୀ…

ଗିରଫ ହେଲେ ଆମ ଆଦମୀ ପାର୍ଟିର ବିଧାୟକ ରମନ ଅରୋଡା

ପଞ୍ଜାବ: ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି…

ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍‌କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ…

ଅଦିନିଆ ରଥଯାତ୍ରାକୁ ବିରୋଧ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଦର୍ଶନ ପଟ୍ଟନାୟକ

ଅଦିନିଆ ରଥଯାତ୍ରକୁ ବିରୋଧ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ। ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଇସ୍କନ ପକ୍ଷରୁ ଯେଉଁଭଳି ଭାବେ ଅନ୍ୟ ଦିନରେ ରଥଯାତ୍ରା ଆୟୋଜନ…

ବିଦେଶରେ ଚାକିରୀ ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଠକେଇ, ଜଣେ ଗିରଫ

ଭୁବନେଶ୍ବର: ବିଦେଶରେ ଉଚ୍ଚ ଦରମାରେ ଚାକିରୀ କରାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କ ନିକଟରୁ କୋଟି କୋଟି ଟଙ୍କା ଠକି ନେଇଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୨୦୧୮ ମସିହାରୁ ଲୋକଙ୍କ ନିକଟରୁ ଟଙ୍କା ଠକିନେଇ ଫେରାର ଥିବା…

ପୂର୍ବ ସରକାର ଭାଙ୍ଗିଥିବା ମଠର ହେବ ପୁନଃ ନିର୍ମାଣ: ଆଇନ ମନ୍ତ୍ରୀ

ଶ୍ରୀକ୍ଷେତ୍ରର ଗୋଟିଏ ସ୍ଥାନରେ ହେବ ସମସ୍ତ ମଠର ବିଜେସ୍ଥଳି। ପୂର୍ବ ସରକାର ଥଇଥାନ ଓ ସୌନ୍ଦର୍ଯ୍ୟକରଣ ନାଁରେ ଭାଙ୍ଗି ଦେଇଥିବା ମଠକୁ ପୁନଃ ନିର୍ମାଣ କରାଯିବ। ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଗୋଟିଏ…

ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ପୋଲିସ୍ ସେବା ସଦନ ସମ୍ମିଳନୀ କକ୍ଷରେ ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ ତଥା ମତ ବିନିମୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ଵର-କଟକ ପୋଲିସ କମିଶନରେଟ ଏବଂ ଚାଇଲ୍ଡ ଇନ ନୀଡ ଇନଷ୍ଟିଚ୍ୟୁଟ୍ (ସିନି)ର…

ଭୁବନେଶ୍ୱରରେ ଏଏସଆଇ ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିର, ଖଣ୍ଡଗିରି, ରତ୍ନଗିରି ଯାଇ ସ୍ଥିତି ପରଖିବେ ରାଓ୍ବତ। ଏହିସବୁ ଐତିହ୍ୟ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କିରାଣି

ବାରିପଦା: ଲାଞ୍ଚ ମାଗିବା ପଡିଲା ମହଙ୍ଗା। ଲାଞ୍ଚ ନେବା ବେଳେ ଧରାପଡ଼ିଲେ ମ୍ୟୁନିସିପାଲଟି କିରାଣି। ବାରିପଦା ମ୍ୟୁନିସିପାଲଟିର କିରାଣି ଗୋପାଳ ପ୍ରଧାନ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ। ଏମ ଡି ଜାଭେଦଙ୍କ ବାପାଙ୍କ ନାଁରେ…