ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ…

ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ କୋଭିଡ୍‌ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ…

ଜୁନ ୪ରୁ ରାଜସ୍ବ ବିଭାଗର ସମ୍ମିଳନୀ: ଯୋଗଦେବେ ବିଭାଗୀୟ ଅଧିକାରୀ

ଭୁବନେଶ୍ବର: ରାଜସ୍ୱ ବିଭାଗ ନିଜ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ବାର୍ଷିକ କାର୍ଯ୍ୟର ସମୀକ୍ଷା କରିବାକୁ ଯାଉଛି। ରାଜସ୍ବ ସେବା ପ୍ରଦାନରେ ସଫଳତା ହାସଲ କରିଥିବା ଜିଲ୍ଲା ଓ ତହସିଲ ପୁରସ୍କୃତ ହେବେ। ଭୁବନେଶ୍ବରରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ମହିଳାଙ୍କୁ ସାବିତ୍ରୀ ଭାର ବାଣ୍ଟିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଗୋପାଳପୁର: ବାପା ଘରୁ ଅମାବାସ୍ୟା ଭାର କେବେ ଆସିବ ସେଥିପାଇଁ ଝିଅ ମାନେ ଅପେକ୍ଷା କରିଥାନ୍ତି। ଭାଇ ନେଇ ଭଉଣୀ ପାଖରେ ପହଞ୍ଚାଇ ଦିଏ ସେହି ଭାର। ଭଉଣୀଙ୍କୁ ଭାଇ ଦିଏ ଅମାବାସ୍ୟା ଭାର। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ…

ଆହୁରି ୭ ଦିନ ବଢିଲା ଭୁବନେଶ୍ବର ବିମାନ ବନ୍ଦର ରେଡ୍ ଆଲର୍ଟ

ଭୁବନେଶ୍ବର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ା ରହିବ । ଆହୁରି ୭ ଦିନ ଯାଏଁ ରେଡ୍ ଆଲର୍ଟ ଭିତରେ ରହିବ ବିମାନ ବନ୍ଦର । ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି, ବିସିଏଏସ୍ ବିମାନବନ୍ଦରରେ…

ଦେଶବ୍ୟାପୀ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି, କେରଳରେ ୨୭୩ ଓ ଦିଲ୍ଲୀରେ ୨୩ ଚିହ୍ନଟ

ପୁଣି ଥରେ ଲେଉଟୁଛି କରୋନା। ଧୀରେ ଧୀରେ କରୋନା ସଂକ୍ରମଣ ଦେଶବ୍ୟାପୀ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବାରୁ ସରକାରଙ୍କ ପାଇଁ ଏହା ସତର୍କ ଘଣ୍ଟି ସଦୃଶ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଏ…

ପୁଣି ଆତ୍ମସମର୍ପଣ କଲେ ୨୪ ମାଓବାଦୀ

ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି। ଏବେ ପୁଣି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୋଟ୍‌…

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର  : ଏଥର ସଅଳ ଆସିଲା ମୌସୁମୀ । କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଥାପିଛି । ୨୦୦୯ ପରେ ଏଥର ସଅଳ ମୌସୁମୀ…

ରାଜଧାନୀରେ ଚାଲିବ ହାଇଡ୍ରୋଜେନ ବସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ। ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏନେଇ ଏମଓୟୁ ସରିଛି। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ…

ପଦ ଛାଡ଼ିବେନି ମହମ୍ମଦ ୟୁନୁସ୍

ଢାକା : ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନିଜ ପଦରେ ବଜାୟ ରହିବେ । ଏହା ସହିତ ସେ ଇସ୍ତଫା ଦେବା ନେଇ ହେଉଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । "ସେ (ୟୁନୁସ) ପଦ ଛାଡିବେ ବୋଲି କହି…