ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଉଦ୍ଧାର, ୨୨ଗିରଫ
କୋରାପୁଟ,୨୭।୫ : କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଉଦ୍ଧାର ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…