ଆତଙ୍କବାଦୀ ଆକ୍ରମଣରେ ପ୍ରାଣହରାଇଥିବା ଶୁଭମଙ୍କ ସ୍ତ୍ରୀଙ୍କୁ ଭେଟିଲେ ମୋଦୀ
କାନପୁର: ଉତ୍ତରପ୍ରଦେଶର କାନପୁରର ବ୍ୟବସାୟୀ ଶୁଭମ୍ ଦ୍ବିବେଦୀ ନିକଟରେ ପରିବାର ସହ ଜମ୍ମୁ-କାଶ୍ମୀର ପହଲଗାମକୁ ବୁଲିବାକୁ ଯାଇଥିଲେ। ଏହି ସମୟରେ କେହି କିଛି ବୁଝିବା ପୂର୍ବରୁ ସେଠାରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳି କରିବା ଆରମ୍ଭ କରି ଦେଇଥିଲେ। ଆତଙ୍କବାଦୀଙ୍କ ପ୍ରଥମ…