ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କଲେ ଗଜପତି ମହାରାଜ

ପୁରୀ : ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି…

ଶ୍ରୀକ୍ଷେତ୍ର ଜନ ସମୁଦ୍ର : ନିର୍ବିଘ୍ନରେ ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନବ୍ୟାପୀ ଯାତ୍ରା । ଶ୍ରୀକ୍ଷେତ୍ର ହୋଇଯାଇଛି ଜନସମୁଦ୍ର | ମହାପ୍ରଭୁଙ୍କ ପାଇଁ ପୁରୀରେ ପ୍ରବଳ ଭିଡ । ଭକ୍ତଙ୍କ ସମାଗମ ଦେଖି ଏମିତି ଲାଗୁଛି ସତେ ଯେମିତି ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଜନସମୁଦ୍ର…

ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ନବଯୌବନ ଦର୍ଶନ

ଆଠଗଡ଼: ଆଠଗଡ଼ର ଆରାଧ୍ୟ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କୁ ଏହି ଅପରୂପ ବେଶରେ ଦର୍ଶନ ପାଇଁ ବହୁ…

ଭୁବନେଶ୍ୱରରେ ଇସ୍କନ ରଥଯାତ୍ରା ପାଇଁ ଟ୍ରାଫିକ୍ କଟକଣା

ଭୁବନେଶ୍ୱର: ଭୁବନେଶ୍ୱରର ଇସ୍କନ ମନ୍ଦିରର ରଥଯାତ୍ରା, ବାହୁଡା ଯାତ୍ରା ଏବଂ ସୁନାବେଶ ଉତ୍ସବକୁ ଦୃଷ୍ଟିରେ ରଖି, କମିସନରେଟ୍ ପୁଲିସ ଭକ୍ତମାନଙ୍କ ପାଇଁ ସୁଗମ ଯାନବାହାନ ଚଳାଚଳ ଏବଂ ଅସୁବିଧାମୁକ୍ତ ଅଂଶଗ୍ରହଣ ସୁନିଶ୍ଚିତ କରିବା ପାଇଁ ଏକ ବିସ୍ତୃତ ଟ୍ରାଫିକ୍ ପରାମର୍ଶ ଜାରି…

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ଶେଷ : ସୁରକ୍ଷାରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ

କୋରାପୁଟ : ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପବିତ୍ର ରଥଯାତ୍ରା ନେଇ କୋରାପୁଟ ଶାବର ଶ୍ରୀକ୍ଷେତ୍ର ହୋଇ ଉଠିଛି ଚଳଚଞ୍ଚଳ। ୩ ରଥ ଏବଂ ବଡଦାଣ୍ଡ ପ୍ରସ୍ତୁତ ହୋଇ ରହିଥିବା ବେଳେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ମଧ୍ୟରେ ଶେଷ କରିବା ପାଇଁ…

ମାଓବାଦୀଙ୍କ ସହିଦସ୍ତମ୍ଭକୁ ଧ୍ବଂସ କଲେ ଯବାନ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଯବାନ ନକ୍ସଲଙ୍କ ସହିଦସ୍ତମ୍ଭକୁ ଧ୍ବଂସ କରିଛନ୍ତି। ବିଜାପୁର ଜିଲ୍ଲାର ନେଲସନାର ଥାନା ଅଂଚଳରେ ଥିବା ଇନ୍ଦ୍ରାବତୀ ନଦୀ କୂଳରେ ଥିବା ଗ୍ରାମ ବାଙ୍ଗୋଲି ଗ୍ରାମ ନିକଟରେ ଯବାନମାନେ କମ୍ବିଂ ଅପରେସନ୍‌ରେ ଥିଲେ। ଏହି ଗ୍ରାମ…

ଓଡ଼ିଶା ହେବ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ: ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ନିଶା ନିବାରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛନ୍ତି। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗୁରୁବାର ଘୋଷଣା କରିଛନ୍ତି ଯେ, ରାଜ୍ୟ ସାରା…

ସଜହେଲା ନନ୍ଦିଘୋଷ ଉଠ କାଳିଆ – ସପନ ଭାଙ୍ଗୁ ଏଥର ନୀଳାଚଳିଆ : କାଳିଆର ଯାତ୍ରା ଲାଗି ସବୁ ପ୍ରସ୍ତୁତି ଶେଷ

ପୁରୀ: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ…

ଏମ୍ସ ଭୁବନେଶ୍ୱର ହେଲା ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜ

ଭୁବନେଶ୍ୱର: ଉତ୍କର୍ଷତାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିବା ସହିତ, ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ବର, ପ୍ରତିଷ୍ଠିତ ଇଣ୍ଡିଆ ଟୁଡେ-ଏମଡିଆରଏ ମେଡିକାଲ କଲେଜ ସର୍ଭେ ୨୦୨୫ରେ ସମଗ୍ର ଦେଶରେ ଦ୍ୱାଦଶ ଶ୍ରେଷ୍ଠ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏଥିସହିତ ଏହି…

ସମ୍ବିଧାନ ହତ୍ୟା ଦିବସ-୨୦୨୫: ସ୍ବାଧୀନତା ସଂଗ୍ରାମୀଙ୍କ ପରି ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନ ମିଳିବ

ଭୁବନେଶ୍ୱର: ଦେଶରେ ଜରୁରିକାଳୀନ ପରିସ୍ଥିତି ଘୋଷଣାର ୫୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଛି। ରେଳ ପ୍ରେକ୍ଷାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି…