ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି ଆଉ ନାହାନ୍ତି
ଭୁବନେଶ୍ବର: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି ଆଉ ନାହାନ୍ତି। ନେସନାଲ ସ୍କୁଲ୍ ଅଫ୍ ଡ୍ରାମାର କୃତୀ ଛାତ୍ର, ବିଖ୍ୟାତ ଚଳଚ୍ଚିତ୍ର, ମଞ୍ଚ ଓ ଟେଲିଭିଜନ ଅଭିନେତା, ନିର୍ମାତା ଓ ନିର୍ଦ୍ଦେଶକ ନାରାୟଣ ପତିଙ୍କର ଆଜି ମସ୍ତିଷ୍କାଘାତ କାରଣରୁ ହଠାତ୍…
