ମାସେ ପୂର୍ବରୁ ଛାତ୍ରୀଙ୍କୁ କରିଥିଲେ ଅପହରଣ, ଏବେ ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ କଙ୍କାଳ
ଗଞ୍ଜାମ: ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ ମଣିଷ କଙ୍କାଳ । ପୂରା ଗାଁରେ ଚହଳ ପଡ଼ି଼ଗଲା । କାହାର ଏ କଙ୍କାଳ? କେବେ ଠାରୁ ଏଠାରେ ପଡ଼ି ରହିଛି ? ଘଞ୍ଚ ଜଙ୍ଗଲ ଭିତରେ କଙ୍କାଳ ପୁଣି ଗଛରେ ଲାଗିଛି ଏକ…
