ଦ୍ଵିତୀୟ ଦିନରେ ବି ନବ ଦାସଙ୍କ ଘରେ ଚାଲିଛି ଚଢ଼ଉ

ଝାରସୁଗୁଡା: ନବ ଦାସଙ୍କ ଲିଙ୍କରେ ଆଜି ବି ଦ୍ଵିତୀୟ ଦିନରେ ସୁନ୍ଦରଗଡ, ଝାରସୁଗୁଡା, ଦିଲ୍ଲୀ ଓ ଭୁବନେଶ୍ୱରରେ ଆୟକର ବିଭାଗର ଚଢ଼ାଉ ଜାରି ରହିଛି | ବାସ୍ତବରେ ଗତକାଲିଠାରୁ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ଝାରସୁଗୁଡ଼ା ସରବାହାଲସ୍ଥିତ ବାସଭବନ ସମେତ…

ଭାରତୀୟ ରେଳ ମାନଚିତ୍ରରେ ଯୋଡ଼ି ହେଲା ବୌଦ୍ଧ; ଗଡ଼ିଲା ଟ୍ରେନ୍‌

ଭୁବନେଶ୍ବର/ବୌଦ୍ଧ: ଭାରତୀୟ ରେଳ ଇତିହାସରେ ବୌଦ୍ଧର ନାମ ଯୋଡ଼ି ହୋଇଛି। ବହୁ ପ୍ରତୀକ୍ଷିତ ଆଶା ପୂରା ହୋଇଛି। ଦେଶର ରେଳ ମାନଚିତ୍ରରେ ବୌଦ୍ଧ ଜିଲ୍ଲା ଯୋଡ଼ି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶା ଗସ୍ତ ଅବସରରେ ବୌଦ୍ଧରୁ ରେଳ ଚଳାଚଳର ଶୁଭାରମ୍ଭ…

ଖାମନେଇଙ୍କୁ ହତ୍ୟା କରିବା କଥା ଚିନ୍ତା ମଧ୍ୟ କରନାହିଁ, ଇସ୍ରାଏଲକୁ ଏଭଳି ଚେତାବନୀ ଦେଲା ରୁଷ

ଇରାନ ଓ ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇସ୍ରାଏଲକୁ କଡା ଚେତାବନୀ ଦେଇଛି ରୁଷ । ଉଭୟ ଦେଶ ପରସ୍ପର ଉପରେ କ୍ଷେପଣାସ୍ତ୍ର ମାଡ କରିବାରେ ଲାଗିଛନ୍ତି, ଏହି ସମୟରେ ରୁଷ ଇରାନକୁ ଖୋଲାଖୋଲି ଭାବରେ ସମର୍ଥନ କରିଛି । ପୂର୍ବରୁ ଇସ୍ରାଏଲ…

ପ୍ରଥମ ପର୍ଯ୍ୟାୟ UG ଆଡମିଶନର ଶେଷ ତାରିଖ ଅବଧି ବଢିଲା

ଭୁବନେଶ୍ୱର: ବଢିଲା ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି । ଜୁନ୍‌ ୨୧ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି । ଯେଉଁ ଛାତ୍ର ଛାତ୍ରୀ ମାନେ ଟଙ୍କା ଜମା କରି…

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି । ୨୦୪୭ ସୁଦ୍ଧା ରାଜ୍ୟର ଅର୍ଥନୀତି ହେବ ୧.୫ ଟ୍ରିଲିଅନ ଡଲାର । ଓଡ଼ିଶାର ଭବିଷ୍ୟତକୁ ସୁଦୃଢ଼ କରିବା ପାଇଁ ଆଜିଠାରୁ ଭିଜନ ଡକୁମେଣ୍ଟ ୨୦୩୬ ଓ…

ଜନ୍ମଦିନରେ ଦୃଷ୍ଟିବାଧିତ ପିଲାଙ୍କ ଗୀତ ଶୁଣି କାନ୍ଦି ପକାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ତିନିଦିନିଆ ଉତ୍ତରାଖଣ୍ଡଗସ୍ତରେ ଅଛନ୍ତି। ରାଷ୍ଟ୍ରପତିଙ୍କ ଆଜି ୬୭ତମ ଜନ୍ମଦିନ। ଜନ୍ମଦିନରେ ଦ୍ରୌପଦୀ ମୁର୍ମୁ ଡେରାଡୁନର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦି ଏମ୍ପାୱାରମେଣ୍ଟ ଅଫ୍ ପର୍ସନ୍ସ ୱିଥ୍ ଭିଜୁଆଲିଟିଜର ଅଡିଟୋରିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ…

ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ : ଓଡ଼ିଶାରେ ବିଜେପି ଡବଲ ଇଂଜିନ ସରକାରର ଲାଭ ମିଳୁଛି : ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାର ପରମ୍ପରା ଓ ଲୋକଙ୍କୁ ପ୍ରସଂଶା କଲେ । ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ…

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ। ଆବେଦନ ଖାରଜ କଲେ ହାଇକୋର୍ଟ। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ…

କେନ୍ଦ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୁଲିସ

କୋଲକାତା : ପଶ୍ଚିମବଙ୍ଗରେ ବିଜେପି ରାଜ୍ୟ ସଭାପତି ତଥା କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଶୁକ୍ରବାର ପୁଲିସ ହେପାଜତକୁ ନେଇଛି। ତାଙ୍କୁ ଲାଲବଜାର ପୁଲିସ ମୁଖ୍ୟାଳୟର ହାଜତକୁ ନିଆଯାଇଛି। ଏହି ଘଟଣା କେବଳ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି କରିଛି…

ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ: ୩ ଜଣଙ୍କୁ ଗିରଫ କଲା ପୋଲିସ, ଜଣେ ଫେରାର

କଟକ: ଭାଇ ସାଜିଲା ଭଗାରୀ । ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ । ମିଳିମିଶି ଜୀବନ ନେଲେ ଭାଇ, ଭାଇ ବୋହୂ ଓ ପୁତୁରା । କଟକ ବକ୍ସିବଜାର ସିଡିଏ ମାର୍କେଟ କମ୍ପ୍ଲେକ୍ସ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । ତିନି ଜଣଙ୍କୁ…