ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ ହେଲେ ହିଁ ସମୃଦ୍ଧ ଓଡିଶାର ଲକ୍ଷ୍ୟ ପୂରଣ ହେବ: ମୁଖ୍ୟମନ୍ତ୍ରୀ

ବାରିପଦା: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ…

ଇସାରା ଇସାରାରେ ଇସ୍ତଫା ମାଗିଲେ ଅଖିଳେଶ

ନୂଆଦିଲ୍ଲୀ: ଗୁଜୁରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ୨୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ତଦନ୍ତ ଚାଲିଛି। ଏହି ସମୟରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କୌଣସି ଦୁର୍ଘଟଣା କିମ୍ବା କୌଣସି ମନ୍ତ୍ରୀଙ୍କ ନାମ ନ ନେଇ ବିଜେପିକୁ…

କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ

ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ। ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍‌ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ। ଓଡ଼ିଆ ଭାଷା ପାଇଁ…

୮ ଗୁଣା ବଢ଼ିଲା ଭୁବନେଶ୍ଵର ରେଳଷ୍ଟେଶନ ପାର୍କିଂ ଫି’

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ମାଷ୍ଟର କ୍ୟାଣ୍ଟିନ୍ ସ୍କୋୟାରରେ ଥିବା ପାର୍କିଂ ୟାର୍ଡର ପାର୍କିଂ ଫି ହଠାତ୍ ୮ ଗୁଣା ବୃଦ୍ଧି ହୋଇଛି। ଯାହାକୁ ନେଇ ଯାତ୍ରୀମାନଙ୍କ ଗହଣରେ କ୍ଷୋଭ ଦେଖାଦେଇଛି। ଜୁନ୍ ୧୨ ତାରିଖରେ ରଜ ଛୁଟି ସମୟରେ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳରେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ବ୍ରହ୍ମପୁର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ  ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଗୋପାଳପୁର ସମୁଦ୍ର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାସ୍ଥଳର ଅନୁଧ୍ୟାନ କରିଛନ୍ତି । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ଶ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ…

ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ

ଯାଜପୁର: ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍‌ରୁ ପଜିଟିଭ୍‌ ଚିହ୍ନଟ ହୋଇଛି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍‌ ଚିହ୍ନଟ…

ଜାଫର ଏକ୍ସପ୍ରେସରେ ବିସ୍ଫୋରଣ: ଲାଇନଚ୍ୟୁତ ହେଲା ୬ଟି ବଗି

ନୂଆଦିଲ୍ଲୀ: ପୁଣି ଜାଫର ଏକ୍ସପ୍ରେସକୁ ନେଇ ଆସିଲା ବଡ ଖବର । ଜାଫର ଏକ୍ସପ୍ରେସରେ ବିସ୍ଫୋରଣ । ରେଳ ଧାରଣାରେ ବିସ୍ଫୋରଣ ପରେ ଲାଇନ ଚ୍ୟୁତ ହେଲା ଜାଫର ଏକ୍ସପ୍ରେସର ୬ଟି ବଗି । ପାକିସ୍ତାନରେ ପୂର୍ବରୁ ହାଇଜାକ୍ ହୋଇଥିବା ଜାଫର…

ଚିକିତ୍ସା ପାଇଁ ଜୁନ ୨୨ ରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ଜୁନ ୨୨ ତାରିଖରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ସେଠାରେ ଚିକିତ୍ସିତ ହେବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ଡାକ୍ତର ଉମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ତାଙ୍କର…

ଡାଇରିଆ ପରେ ଡରାଉଛି ଜଣ୍ଡିସ୍, ୫୦ ଛୁଇଁଲା ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: ସାରା ରାଜ୍ୟରେ ଡାଇରିଆ ସ୍ଥିତି ଥମିନଥିବାବେଳେ ରାଜଧାନୀରେ ଚିନ୍ତା ବଢ଼ାଇଲାଣି ଜଣ୍ଡିସ୍। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ୍‌ କଲୋନି ଅଞ୍ଚଳରେ ଜଣ୍ଡିସ୍ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ମାସେ ହେଲା ଏହି ସଂଖ୍ୟା ବୃଦ୍ଧି ପାଉଛି । ଇ.ଏ କଲୋନି…

ଭାରତ କେବେ ମଧ୍ୟସ୍ଥତା ଗ୍ରହଣ କରିନାହିଁ ଏବଂ କେବେ କରିବ ନାହିଁ : ମୋଦୀ

କାନାନିସ୍କିସ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମଧ୍ୟରେ ଫୋନରେ କଥାବାର୍ତ୍ତା ହୋଇଛି। ଉଭୟ ୩୫ ମିନିଟ୍ ଧରି କଥା ହୋଇଥିଲେ। ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ଟ୍ରମ୍ପ୍‌ଙ୍କୁ କହିଥିଲେ ଯେ, ଭାରତ କେବେ ମଧ୍ୟସ୍ଥତା ଗ୍ରହଣ କରିନାହିଁ…