ଢେଙ୍କାନାଳ ହେବ ଓଡ଼ିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା: ୨୬ ହଜାର ଯୁବକ ଯୁବତୀ ପାଇବେ ନିଯୁକ୍ତି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ…