ପାକ୍ ଆତଙ୍କବାଦୀର ରହସ୍ୟଜନକ ମୃତ୍ୟୁ
ଇସ୍ଲାମାବାଦ : ପାକିସ୍ତାନୀ ଆତଙ୍କବାଦୀଙ୍କ ରହସ୍ୟମୟ ମୃତ୍ୟୁ ଜାରି ରହିଛି । ଏବେ ଏହି ତାଲିକାରେ ଜୈଶ-ଏ-ମହମ୍ମଦର ଜଣେ ଶୀର୍ଷ କମାଣ୍ଡର ଅବଦୁଲ ଅଜିଜ ଏସାରର ନାମ ଯୋଡା ଯାଇଛି। ପାକିସ୍ତାନର ପଞ୍ଜାବ ଜିଲ୍ଲାରେ ରହସ୍ୟମୟ ପରିସ୍ଥିତିରେ ତାହାର ମୃତଦେହ ମିଳିଛି।…
ଇସ୍ଲାମାବାଦ : ପାକିସ୍ତାନୀ ଆତଙ୍କବାଦୀଙ୍କ ରହସ୍ୟମୟ ମୃତ୍ୟୁ ଜାରି ରହିଛି । ଏବେ ଏହି ତାଲିକାରେ ଜୈଶ-ଏ-ମହମ୍ମଦର ଜଣେ ଶୀର୍ଷ କମାଣ୍ଡର ଅବଦୁଲ ଅଜିଜ ଏସାରର ନାମ ଯୋଡା ଯାଇଛି। ପାକିସ୍ତାନର ପଞ୍ଜାବ ଜିଲ୍ଲାରେ ରହସ୍ୟମୟ ପରିସ୍ଥିତିରେ ତାହାର ମୃତଦେହ ମିଳିଛି।…
ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେ ଦିଲ୍ଲୀରେ ଭିନ୍ନକ୍ଷମ ଶସକ୍ତିକରଣ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଭାବେ କାମ କରିବେ । ଏନେଇ DOPT ପକ୍ଷରୁ…
ଭୁବନେଶ୍ୱର: ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି। ବିକାଶର ମୁଖ୍ୟସ୍ରୋତରେ ଯୋଡ଼ି ହେବ ଦେବଗଡ଼ ଜିଲ୍ଲା। ଆଜି ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି…
ଭୁବନେଶ୍ୱର : ଏଣିକି ପ୍ରତ୍ୟେକ ଯାନବାହାନ ଯାଞ୍ଚ କରିପାରିବେ ଥାନା ପୋଲିସ। ଏମିତି ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଗତ ମେ ମାସ ୩୦ ତାରିଖରେ ଚିଠି ମାଧ୍ୟମରେ ଦେଇଛି ପରିବହନ ବିଭାଗ। ଏହି ପ୍ରସ୍ତାବକୁ ଆଜି ରାଜ୍ୟ ଘରୋଇ ବସ୍ ମାଲିକ…
ଭୁବନେଶ୍ୱର: ରାଜ୍ୟରେ ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ଅଧିକାର ଏବଂ ମୌଳିକ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଏକ ସର୍ଭେ କରିବେ। ସରକାରୀ ସୂତ୍ର ଅନୁଯାୟୀ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏହି ସମ୍ପର୍କରେ…
ଭୁବନେଶ୍ବର: ଦୁଇ ନାବାଳକ ଓ ନାବାଳିକା ନିଖୋଜ ମାମଲାର ପର୍ଦ୍ଦାଫାସ । ଭୁବନେଶ୍ବର ମଞ୍ଚେଶ୍ବର ଓ ପାହାଳ ଅଞ୍ଚଳରୁ ନିଖୋଜ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ୩୦ଟି ସିସିଟିଭି ଫୁଟେଜ ଯାଞ୍ଚ କରି ପିଲାଙ୍କ ନିକଟରେ ପହଞ୍ଚିଥିଲା…
ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଥିବା ଜଣାପଡିଛି । ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗ୍ରାମର ସଞ୍ଜୟ ଚାତାର ଶ୍ୱଶୁର…
ଇସ୍ଲାମ୍ବାଦ୍: ପାକିସ୍ତାନର ଦସ୍ତାବିଜରୁ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ତଥ୍ୟ, ଯେଉଁଥିରେ ଦାବି କରାଯାଇଛି ଯେ ଭାରତର ଅପରେସନ୍ ସିନ୍ଦୂର ମେ ୭ ତାରିଖରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଶିବିର ବ୍ୟତୀତ ଅନ୍ୟ ଆଠଟି ସ୍ଥାନରେ…
ମସ୍କୋ:ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ ପହଞ୍ଚିଥିଲା। ଯାହାକୁ ନେଇ ରୁଷିଆ କଳ୍ପନା ମଧ୍ୟ କରି ନଥିଲା। କିନ୍ତୁ ଏବେ ବିଶ୍ୱର ସବୁଠାରୁ…
ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ବୋଲି ପୂର୍ବରୁ…